କ୍ଷମା ମାଗିଲେ ମୋରିସନ୍‌

କାନ୍‌ବେରା, ୮ା୨:  ଅଷ୍ଟ୍ରେଲିଆ ପାର୍ଲାମେଣ୍ଟରେ ଜଣେ ପୂର୍ବତନ ମହିଳା କର୍ମଚାରୀଙ୍କୁ ବଳାତ୍କାର ମାମଲାରେ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ ମଙ୍ଗଳବାର ତାଙ୍କୁ କ୍ଷମା ମାଗିଛନ୍ତି। ପାର୍ଲାମେଣ୍ଟର ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଫିସ୍‌ର ଜଣେ କର୍ମଚାରୀ ୨୦୧୯ରେ ବ୍ରଟାନି ହିଗିନ୍ସଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ମୋରିସନ୍‌ଙ୍କ ସରକାର ଘୋର ସମାଲୋଚନାର ଶିକାର ହୋଇଥିଲା। ଏହାର ତଦନ୍ତ ପାଇଁ ଏକ କମିଟି ଗଠନ କରାଯାଇଥିଲା। ପାର୍ଲାମେଣ୍ଟରେ ବିଭିନ୍ନ ଡିପାର୍ଟମେଣ୍ଟରେ କାମ କରୁଥିବା କର୍ମଚାରୀଙ୍କ ମଧ୍ୟରୁ ୩୭ ପ୍ରତିଶତ ଯୌନ ନିର୍ଯାତନାର ଶିକାର ହୋଇଥିବା ତଦନ୍ତରୁ ଜଣାପଡ଼ିଥିଲା। ଏହା ପରେ ମୋରିସନ୍‌ ହିଗିନ୍ସଙ୍କ ଉପସ୍ଥିତିରେ ତାଙ୍କୁ କ୍ଷମା ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

କ୍ୟାମେରାରେ କଏଦ ହେଲା ମହାପ୍ରଳୟ! ଭେନେଜୁଏଲାରେ ଭୂକମ୍ପର ତାଣ୍ଡବ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଭେନେଜୁଏଲା,୨୫।୬: ଲାଟିନ ଆମେରିକୀୟ ଦେଶ ଭେନେଜୁଏଲାରେ ପାଖାପାଖି ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଆସିବା ଯୋଗୁ ବ୍ୟାପକ ଧ୍ୱଂସଲୀଳା ଘଟିଛି। ଅଧିକାରୀ ଏବଂ ପର୍ଯ୍ୟବେକ୍ଷଣ ସଂସ୍ଥାଗୁଡ଼ିକ ଅନୁଯାୟୀ,…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri