ଅନ୍ତିମ ଯାତ୍ରାରେ ଉତ୍ତମ, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨: ଶେଷ ଯାତ୍ରାରେ ଉତ୍ତମ ମହାନ୍ତି। ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶଶ୍ମାନ ଅଭିମୁଖେ ନିଆଯାଉଛି ପାର୍ଥିବ ଶରୀର। ସେଠାରେ ତାଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ଶେଷକୃତ୍ୟ ସମ୍ପର୍ଣ୍ଣ କରାଯିବ।

ଅନ୍ୟପଟେ ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଜଗନ୍ନାଥ ବିହାର ବାସଭବନରେ ଶେଷ ଦର୍ଶନ କରିଛନ୍ତି। ଶ୍ରଦ୍ଧାଞ୍ଜଳି ଜଣାଇ ଉତ୍ତମଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ବିବାଦ ଉପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଭାରତ ମଧ୍ୟସ୍ଥତା ଚେଷ୍ଟା….

ନୂଆଦିଲ୍ଲୀ,୨୨ା୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ଜର୍ମାନୀରେ ଭାଷଣ ଦେଇ ସେ…

ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…

ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧)…

ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି।…

ବଢ଼ିଲା ସ୍କୁଲ ଛୁଟି ଅବଧି

ସମ୍ବଲପୁର,୨୨।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ

ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି।…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା

ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri