Posted inଜାତୀୟ

ବେଙ୍ଗାଲୁରୁରେ ପହଞ୍ଚିଲା ନବୀନଙ୍କ ମୃତ ଶରୀର

ବେଙ୍ଗାଲୁରୁ,୨୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨୫ ଦିନ ପୂରଣ ହୋଇ ସାରିଛି । ଏହାରି ଭିତରେ ଶହ ଶହ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ଉଭୟ ଦେଶର ହଜାର ହଜାର ସେନା ଶହୀଦ ହୋଇ ସାରିଲେଣି ।
ମାର୍ଚ୍ଚ ୧ରେ ୟୁକ୍ରେନର ଖାର୍କିବ ସହରରେ ରୁଷିଆ ସେନାର ଗୁଳିମାଡରେ ନିହତ ହୋଇଥିବା ଭାରତୀୟ ମେଡିକାଲ ଛାତ୍ର ନବୀନ ଶେଖରପ୍ପା ଜ୍ଞାନଗୋଦରଙ୍କ ପାର୍ଥିବ ଶରୀର ବେଙ୍ଗାଲୁର ପହଞ୍ଚିଛି । ସେଠାରେ ତାଙ୍କୁ କର୍ନାଟକ ମୁଖ୍ୟମନ୍ତ୍ରୀ ବସବରାଜ ବୋମଇ ଅନ୍ତିମ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ବି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଦୁର୍ଭାଗ୍ୟପୂର୍ଣ୍ଣ ଯେ ଆମେ ୟୁକ୍ରେନ୍ ରୁଷିଆ ଯୁଦ୍ଧରେ କର୍ନାଟକର ଏମବିବିଏସ୍ ଛାତ୍ର ନବୀନଙ୍କୁ ହରାଇଛେ । ହେଲେ ତାଙ୍କ ପାର୍ଥୀବ ଶରୀରକୁ ସ୍ୱଦେଶ ଫେରାଇ ଆଣିବାରେ କେନ୍ଦ୍ର ସରକାରଙ୍କର ସହଯୋଗକୁ ସେ ଧନ୍ୟବାଦ ଦେଇଛନ୍ତି । ସୂଚନାଯୋଗ୍ୟ, ମାର୍ଚ୍ଚ ୧ରେ ଘରକୁ ଫେରିବାକୁ ଯାଉଥିବା ନବୀନ ୟୁକ୍ରେନ୍‌-ରୁଷିଆ ଯୁଦ୍ଧରେ ଆହତ ହୋଇଥିଲେ ଆଉ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?