ସୋମାଲିଆରେ ମୋର୍ଟାର ବିସ୍ଫୋରଣ: ୨୫ ପିଲାଙ୍କ ମୃତ୍ୟୁ…

ମୋଗାଦିଶୁ,୧୦।୬ : ସୋମାଲିଆରେ ଏକ ଖେଳ ପଡିଆରେ ଏକ ମୋର୍ଟାର ବିସ୍ଫୋରଣରେ ୨୫ ଜଣ ପିଲାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନେକ ଶିଶୁ ମଧ୍ୟ ଆହତ ହୋଇଛନ୍ତି। ଏହି ଘଟଣା କ୍ଷିଣ ସୋମାଲିଆର କୋରୋଲି ସହର ନିକଟରେ ଘଟିଛି। ସ୍ଥାନୀୟ କର୍ତ୍ତୃପକ୍ଷ ଏହି ଘଟଣାକୁ ନିଶ୍ଚିତ କରିଛନ୍ତି।

କୁରୁଲେ ଟାଉନ ଡେପୁଟି ଜିଲ୍ଲା କମିଶନର ଅବଦି ଅହମ୍ମଦ ଅଲି କହିଛନ୍ତି ବୋମା ଏବଂ ଲ୍ୟାଣ୍ଡମାଇନ ଭଳି ଯୁଦ୍ଧର ଅବଶିଷ୍ଟାଂଶ ବିସ୍ଫୋରଣ ଏହି ଦୁଃଖଦ ଘଟଣା ଘଟିଛି। ଏହି ସମୟରେ ପିଲାମାନେ ଏକ ଗାଁର ଖୋଲା ପଡ଼ିଆରେ ଖେଳୁଥିଲେ।

ଅହମ୍ମଦ କହିଛନ୍ତି କୋରୋଲର ଡାକ୍ତରଖାନାରେ ୨୨ ଶିଶୁଙ୍କ ମୃତଦେହ ମିଳିଛି ଏବଂ ଆହତଙ୍କ ମଧ୍ୟରୁ ଦୁଇଜଣଙ୍କୁ ଡାକ୍ତରଖାନା ନିଆଯିବା ପରେ ମୃତ୍ୟୁ ଘଟିଛି। ସେ କହିଛନ୍ତି ମୃତକଙ୍କ ବୟସ ୧୦ ରୁ ୧୫ ବର୍ଷ ମଧ୍ୟରେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?