Posted inଜାତୀୟ

ଆର୍ଥିକ ବର୍ଷ ୨୩-୨୪ରେ ୧୨,୩୪୯ କିମି ରାଜପଥ ନିର୍ମାଣ କରିଛି ସଡ଼କ ପରିବହନ ବିଭାଗ

ନୂଆଦିଲ୍ଲୀ,୯।୩: କେନ୍ଦ୍ର ସଡ଼କ ଏବଂ ପରିବହନ ମନ୍ତ୍ରାଳାୟ ଆର୍ଥିକ ବର୍ଷ ୨୦୨୩-୨୪ରେ ୧୨,୩୪୯ କିଲୋ ମିଟର ରାଜପଥ ନିର୍ମାଣ କରିଛି। ଯାହା ଗୋଟିଏ ବର୍ଷରେ ଦ୍ୱିତୀୟ ସର୍ବାଧିକ ଅଟେ। ପୂର୍ବରୁ ୨୦୨୦-୨୧ ରେ ଗୋଟିଏ ବର୍ଷରେ ମନ୍ତ୍ରାଳୟ ରେକର୍ଡ ୧୩,୩୨୭ କିମି ରାସ୍ତା ନିର୍ମାଣ କରିଥିଲା।

ସେହିଭଳି ୨୦୨୨-୨୩ ରେ ୧୦,୩୩୧ କିଲୋମିଟର ଜାତୀୟ ରାଜପଥ ୨୦୨୧-୨୨ ରେ ୧୦,୪୫୭ କିଲୋମିଟର ନିର୍ମାଣ କରାଯାଇଥିଲା। ୨୦୧୯-୨୦ ରେ ୧୦,୨୩୭ କିଲୋମିଟର ରାଜପଥ ନିର୍ମାଣ କରାଯାଇଥିଲା।

ବିଭାଗର ଅଧିକାରୀ ଆହୁରି ମଧ୍ୟ କହିଛନ୍ତି ଯେ ୨୦୨୩-୨୪ ମସିହାରେ ମନ୍ତ୍ରଣାଳୟ ୮,୫୮୧ ଜାତୀୟ ରାଜପଥ ପ୍ରକଳ୍ପ ପ୍ରଦାନ କରିଛି।

ତେବେ ରାଜପଥରେ ହେଉଥିବା ଦୁର୍ଘଟଣାରେ ପିଡୀତଙ୍କୁ ସାହାଯ୍ୟ କରିବା ପାଇଁ ଏକ କ୍ୟାସଲେସ ପାଇଲଟ ପ୍ରୋଜେକ୍ଟ ଆରମ୍ଭକରିଛନ୍ତି। ଯାହା ମାଧ୍ୟମରେ ପୀଡିତଙ୍କୁ ଦେଢ଼ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri