Posted inଜାତୀୟ

ଭାରତ ପହଞ୍ଚିଲେ ଡେନମାର୍କ ପ୍ରଧାନମନ୍ତ୍ରୀ: ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା, ରାଷ୍ଟ୍ରପତିଙ୍କ ସହ ସାକ୍ଷାତ୍‌କାର

ନୂଆଦିଲ୍ଲୀ,୯ ।୧୦: ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନ ଶୁକ୍ରବାର ରାତିରେ ତାଙ୍କ ୩ ଦିନିଆ ଭାରତ ଗସ୍ତରେ ଆସି ଦିଲ୍ଲୀରେ ପହଞ୍ଚିଛନ୍ତି । ରାତି ପ୍ରାୟ ସାଢେ ୨ଟାରେ ତାଙ୍କ ବିମାନ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଥିଲା । ବୈଦେଶିକ ରାଜ୍ୟ ମନ୍ତ୍ରୀ ମିନାକ୍ଷୀ ଲେଖି ତାଙ୍କୁ ସ୍ୱାଗତ କରିଥିଲେ । ଫ୍ରେଡରିକ୍ସନ ୯-୧୧ ଅକ୍ଟୋବର ପର୍ଯ୍ୟନ୍ତ ୩ ଦିନିଆ ଭାରତ ଗସ୍ତରେ ଆସିଛନ୍ତି । ଏହି ସମୟରେ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ କଥାବାର୍ତ୍ତା କରିବେ । ସୂଚନାଯୋଗ୍ୟ, କରୋନା ପରେ ଦୀର୍ଘ ୨୦ ମାସ ପରେ ପ୍ରଥମଥର ଲାଗି କୌଣସି ଶାସନାଧ୍ୟକ୍ଷଙ୍କର ଏହା ପ୍ରଥମ ଭାରତ ଗସ୍ତ । ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନ ତାଙ୍କ ଗସ୍ତ ସଫଳ ହେବ ବୋଲି ଆଶା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?