Posted inଖେଳ

ଆଇପିଏଲ୍‌ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୭: ଆଇପିଏଲ-୧୪’ର ବଳକା ମ୍ୟାଚ୍‌ ପୂର୍ବରୁ ପ୍ରଶଂସକଙ୍କୁ ମିଳିଛି ଖୁସି ଖବର। ଅଷ୍ଟ୍ରେଲିଆ ଦିନିକିଆ ଓ ଟି୨୦ ଦଳର ଅଧିନାୟକ ଆରୋନ ଫିଞ୍ଚଙ୍କ ସମାଲୋଚନା ସତ୍ତ୍ୱେ ଦଳର ବହୁ ଖେଳାଳି ଆଇପିଏଲ ପାଇଁ ଉପଲବ୍ଧ ରହିବେ। ଯଦି ଓ ସମସ୍ତ ଅଷ୍ଟ୍ରେଲିଆନ ଖେଳାଳି ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ଆଇପିଏଲର ଅବଶିଷ୍ଟାଂଶ ମ୍ୟାଚ୍‌ ପାଇଁ ୟୁଏଇ ଗସ୍ତ କରିବେ ନାହିଁ। କିନ୍ତୁ ଓ୍ବେଷ୍ଟଇଣ୍ଡିଜ ଓ ବାଂଲାଦେଶ ଗସ୍ତରୁ ବ୍ୟକ୍ତିଗତ କାରଣ ଦର୍ଶାଇ ଓହରି ଯାଇଥିବା ଖେଳାଳିମାନେ ଉପଲବ୍ଧ ରହିବେ ବୋଲି ଏକ ରିପୋର୍ଟ ସାମ୍ନାକୁ ଆସିଛି।

ଆଇପିଏଲ ପାଇଁ ପ୍ରାୟତଃ ବିଦେଶୀ ଖେଳାଳି ଉପଲବ୍ଧ ହେବେ ବୋଲି ବିସିସିଆଇ ଅଧିକାରୀ ଫ୍ରାଞ୍ଚାଇଜମାନଙ୍କୁ ଆଶ୍ୱାସନା ଦେଇଛନ୍ତି। ତେବେ ଏ ନେଇ ବିସିସିଆଇ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇ ନାହିଁ। ଇଂଲିଶ ଖେଳାଳିଙ୍କୁ ଛାଡ଼ିବା ପାଇଁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ବିସିସିଆଇ ବୁଝାଇବାକୁ ଉଦ୍ୟମ ଜାରି ରଖିଥିବା ଅଧିକାରୀ କହିଛନ୍ତି। ଆଇପିଏଲର ବଳକା ମ୍ୟାଚ୍‌ରେ ବିଦେଶୀ ଖେଳାଳିଙ୍କ ଯୋଗଦାନ ସମ୍ପର୍କରେ ଜୁଲାଇ ୧୫ରେ ସ୍ପଷ୍ଟ ସୂଚନା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri