ନିମିଷକରେ ଜୀବନ ନେଇପାରେ ଜାଇଫଳ, ଜାଣନ୍ତୁ କାହିଁକି

ଆଜି ମଧ୍ୟ ଖାଦ୍ୟ ସାମଗ୍ରୀ ଏବଂ ଏହାର ପ୍ରଭାବ ବିଷୟରେ ବିଶ୍ୱର ଅନେକ ବିଶ୍ୱବିଦ୍ୟାଳୟରେ ଅନୁସନ୍ଧାନ ଚାଲୁରହିଛି। ଗତ କିଛି ବର୍ଷ ମଧ୍ୟରେ କରାଯାଇଥିବା ଅନୁସନ୍ଧାନରେ ବୈଜ୍ଞାନିକମାନେ ଏହିପରି ଅନେକ ଖାଦ୍ୟ, ପଦାର୍ଥ ଆବିଷ୍କାର କରିଛନ୍ତି, ଯାହାକୁ ଖାଇ ଲୋକେ ଗୁରୁତର ଅସୁସ୍ଥ ହୋଇଥାନ୍ତି ବୋଲି ସୂଚେଇ ଦେଇଛନ୍ତି। ସେଥିମଧ୍ୟରୁ ଜାଇଫଳ ହେଉଛି ଅନ୍ୟତମ।
ଜାଇଫଳ:
ଏହା ଏକ ମସଲାଜାତୀୟ ଖାଦ୍ୟ। ଏହି ପ୍ରସିଦ୍ଧ ମସଲା ଇଣ୍ଡୋନେସିଆରେ ମିଳୁଥିବା ଏକ ଗଛରୁ ଆସିଥାଏ। ଏହା କିଛି ସ୍ବତନ୍ତ୍ର ବିସ୍କୁଟ ତିଆରିରେ ବ୍ୟବହୃତ ହୁଏ। ଏହା ବ୍ୟତୀତ ଏହା ଆଳୁ, ମାଂସ ଏବଂ ପନିପରିବା ତଥା କିଛି ପାନୀୟ ତିଆରିରେ ମଧ୍ୟ ବ୍ୟବହୃତ ହୁଏ। ମାତ୍ର ଏହାକୁ ଅଧିକ ମାତ୍ରାରେ ଖାଇଲେ ଏହା ନିମିଷକରେ ଜୀବନ ନେଇଯାଇଥାଏ ବୋଲି ବୈଜ୍ଞାନିକମାନେ ଗବେଷଣା କରି କହିଛନ୍ତି। ଏହାକୁ ଖାଇବା ଦ୍ୱାରା ବାନ୍ତି, ଦେହହାତ ଯନ୍ତ୍ରଣା, ନିଶ୍ୱାସ ନେବାରେ ଅସୁବିଧା ହେବା ସହ ମାନସିକ ବିକାରଗ୍ରସ୍ତ ଭଳି ପରିସ୍ଥିତି ସୃଷ୍ଟି ହୋଇଥାଏ। ଏପରିକି ଏଥିରେ ମଣିଷର ଜୀବନ ମଧ୍ୟ ଚାଲିଯାଇଥାଏ ବୋଲି ବୈଜ୍ଞାନିକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri