Posted inଫୁରସତ

ସବୁଠୁ ବାସୋପଯୋଗୀ ସହର ସୂଚୀରେ ଭାରତରୁ ୫

ହାଇଦ୍ରାବାଦ: ବିଶ୍ୱରେ ଏମିତି ଅନେକ ସହର ରହିଛି, ଯେଉଁଠାରେ ଲୋକ ରହିବାକୁ ପସନ୍ଦ କରନ୍ତି। ନିକଟରେ ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟି (ଇଆଇୟୁ) ପକ୍ଷରୁ ବିଶ୍ୱର ସବୁଠୁ ବାସୋପଯୋଗୀ ସହର ଗୁଡ଼ିକର ଏକ ନାମ ତାଲିକା ପ୍ରକାଶ ପାଇଛି। ଏହି ସୂଚୀରେ ବିଶ୍ୱର ମୋଟ ୧୭୩ ସହରର ନାମ ସ୍ଥାନ ପାଇଛି, ଯେଉଁଥିରେ ଭାରତର ୫ ସହର ବେଙ୍ଗାଲୁରୁ, ଅହମ୍ମଦାବାଦ, ଚେନ୍ନାଇ, ନୂଆଦିଲ୍ଲୀ ଏବଂ ମୁମ୍ବାଇ ରହିଛି। ସହରରେ ସ୍ବାସ୍ଥ୍ୟ ସୁବିଧା, ଇନ୍‌ଫ୍ରାଷ୍ଟ୍ରକ୍ଚର, ପରିବେଶ ଆଦିକୁ ଭିତ୍ତିକୁ ନେଇ ଏହି ଲିଷ୍ଟ ପ୍ରସ୍ତୁତ କରାଯାଇଛି।
ଅଧିକ ବାସପଯୋଗୀ କ୍ଷେତ୍ରରେ ଅଷ୍ଟ୍ରେଲିଆର ଭିଏନା ନାମ ସର୍ବାଗ୍ରେ ଥିବାବେଳେ ଡେନ୍‌ମାକର୍ର୍ର କୋପେନହାଗେନ୍‌ ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ଅଷ୍ଟ୍ରେଲିଆର ମେଲବର୍ନ ଓ ସିଡ୍‌ନୀ ତାଲିକାର ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଛି। ଜାପାନର ଓସାକା ୧୦ମ ସ୍ଥାନ ଅଧିକାର କରିଛି। ଇଆଇୟୁ ତାଲିକାରେ ଭାରତର ଦିଲ୍ଲୀ, ମୁମ୍ବାଇ ୧୪୧ ସ୍ଥାନରେ ଥିବାବେଳେ ଚେନ୍ନାଇ ୧୪୪ତମ, ଅହମ୍ମଦାବାଦ ୧୪୭ତମ ଏବଂ ବେଙ୍ଗାଲୁରୁ ୧୪୮ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri