Posted inଜାତୀୟ

୨୦୨୧ରେ ସର୍ବାଧିକ ଆତ୍ମହତ୍ୟା, ଛାତ୍ରୀଛାତ୍ରଙ୍କ ସଂଖ୍ୟା ଅଧିକ, ପ୍ରତି ୧୦ ଲକ୍ଷ ଲୋକଙ୍କ ମଧ୍ୟରୁ ୧୨୦ ଜଣ…

ନୂଆଦିଲ୍ଲୀ, ୨୯।୮ : ଦେଶରେ ୨୦୨୧ରେ ଘଟିଥିବା ଆତ୍ମହତ୍ୟା ନେଇ ପରିସଂଖ୍ୟାନ ପ୍ରକାଶିତ ହୋଇଛି। ଏନସିଆରବିର ନୂତନ ରେକର୍ଡ ଅନୁଯାୟୀ, ୨୦୨୧ ମସିହାରେ ପ୍ରତି ୧୦ ଲକ୍ଷ ଲୋକଙ୍କ ମଧ୍ୟରୁ ୧୨୦ ଜଣ ଆତ୍ମହତ୍ୟା କରିଛନ୍ତି। ଯାହା ପୂର୍ବ ବର୍ଷ ତୁଳନାରେ ୬.୧ ପ୍ରତିଶତ ବୃଦ୍ଧି ପାଇଛି। ପୂର୍ବ ବର୍ଷ ତୁଳନାରେ ଏହି ମୃତ୍ୟୁ ସଂଖ୍ୟା ସର୍ବାଧିକ। ରିପୋର୍ଟରେ ଛାତ୍ରୀଛାତ୍ର ଏବଂ କ୍ଷୁଦ୍ର ଉଦ୍ୟୋଗୀମାନଙ୍କ ମଧ୍ୟରେ ଆତ୍ମହତ୍ୟା ବୃଦ୍ଧି ପାଉଥିବା ଜଣାପଡିଛି।

୨୦୨୦ ରିପୋର୍ଟରେ ମଧ୍ୟ ଛାତ୍ରୀଛାତ୍ର ଏବଂ କ୍ଷୁଦ୍ର ଉଦ୍ୟୋଗୀମାନଙ୍କ ମଧ୍ୟରେ ଆତ୍ମହତ୍ୟା ବଢ଼ିଥିଲା। ପରିସଂଖ୍ୟାନ ତଥ୍ୟ ଦର୍ଶାଉଛି ଯେ ୨୦୨୧ରେ ଆତ୍ମହତ୍ୟା ଯୋଗୁ ୧୬୪,୦୩୩ ଜଣଙ୍କର ମୃତ୍ୟୁ ଘଟିଛି ଯାହା ୨୦୨୦ ତୁଳନାରେ ୭.୨ ପ୍ରତିଶତ ଅଧିକ। ୨୦୨୦ ମସିହାରେ ୧୫୩,୦୫୨ ଜଣ ଅତ୍ମହତ୍ୟା କରିଥିଲେ। ୨୦୧୯ରେ ଏହି ସଂଖ୍ୟା ପ୍ରାୟ ୧୩୯,୦୦୦ ଥିଲା।

୨୦୨୧ ଏବଂ ୧୯୬୭ରେ ଆତ୍ମହତ୍ୟା ମୃତ୍ୟୁ ହାର ମଧ୍ୟ ସର୍ବାଧିକ ଥିଲା ବୋଲି ପରିସଂଖ୍ୟାନ ରିପୋର୍ଟରୁ ଜଣାପଡୀଛି। ଦେଶରେ ଆତ୍ମହତ୍ୟାର ଦ୍ୱିତୀୟ ସର୍ବାଧିକ ହାର ୨୦୧୦ ମସିହାରେ ହୋଇଥିଲା, ଯେତେବେଳେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୧୩ ଜଣଙ୍କ ମୃତ୍ୟୁ ଏହା ଯୋଗୁ ଘଟିଥିଲା। ପରିସଂଖ୍ୟାନ ତଥ୍ୟ ଏହା ମଧ୍ୟ ଦର୍ଶାଉଛି ଯେ ସର୍ବନିମ୍ନ ଆୟକାରୀ ଗୋଷ୍ଠୀ ବର୍ଷକୁ ୧ ଲକ୍ଷରୁ କମ ରୋଜଗାର କରୁଥିବା ବ୍ୟକ୍ତିଙ୍କ ମଧ୍ୟରେ ଆତ୍ମହତ୍ୟା ଘଟଣାର ପ୍ରାୟ ଦୁଇ ତୃତୀୟାଂଶ ଏବଂ ସର୍ବାଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?