Posted inଫୁରସତ

ବିଶ୍ୱର ସବୁଠାରୁ ସରୁ ବିଲ୍ଡିଂ

ୱାଶିଂଟନ୍‌: ସବୁଠାରୁ ଉଚ୍ଚା ସ୍ଥାନରେ ରହିବାକୁ ବହୁ ଲୋକ ଇଚ୍ଛା କରନ୍ତି। ସେଠାରୁ ପୂରା ସହରର ଦୃଶ୍ୟ ବହୁତ ରୋମାଞ୍ଚକ ହୋଇଥାଏ। ତେବେ ଏପରି ଏକ ଉଚ୍ଚା କୋଠା ଆମେରିକାର ମନ୍‌ହଟନ୍‌ରେ ରହିଛି। କୋଠାଟି ଉଚ୍ଚା ହେବା ସହ ଏହାର ଚଉଡା ସବୁଠାରୁ ସରୁ ମଧ୍ୟ। ଟିକେ ଜୋର୍‌ରେ ପବନ ହେଲେ ସେହି କୋଠା ଦୋହଲିବାକୁ ଲାଗିଥାଏ। ଏହା ବିଶ୍ୱର ସବୁଠାରୁ ପତଳା ଷ୍ଟେନ୍‌ୱେ ଟାୱାର ଅଟେ।

ଏହାର ଉଚ୍ଚତା ୧ ହଜାର ୪୨୮ ଫୁଟ ହୋଇଥିବାବେଳେ ଏଥିରେ ୮୪ଟି ମହଲା ରହିଛି। ଏହି ବିଲ୍ଡିଂ ୨୦୧୯ରେ ଆରମ୍ଭ ହୋଇଥିଲା। ବିଲ୍ଡିଂଟି ୨୦୨୧ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ହୋଇସାରିଛି। ତେବେ ବିଲ୍ଡିଂର ଗୋଟେ ଆପାର୍ଟମେଣ୍ଟର ଦାମ ୬୬ ମିଲିୟନ୍‌ ଡଲାର, ଯେଉଁଥିପାଇଁ ଏଥିରେ କେବଳ ଧନୀ ଏବଂ ସାହସୀ ଲୋକ ହିଁ ସମୟ କାଟିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ  ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri