ମୋଷ୍ଟ ଓ୍ବାଣ୍ଟେଡ୍‌ ଖଲିସ୍ତାନୀ ଆତଙ୍କବାଦୀ ଅର୍ଶଦୀପ୍‌ ଗିରଫ

ନୂଆଦିଲ୍ଲୀ,୧୦ା୧୧: ଖଲିସ୍ତାନୀ ଆତଙ୍କବାଦୀ ଅର୍ଶଦୀପ୍‌ ଡଲ୍ଲାଙ୍କୁ କାନାଡା ପୋଲିସ ଗିରଫ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ସେ ଖଲିସ୍ତାନ ଟାଇଗର ଫୋର୍ସର କାର୍ଯ୍ୟକାରୀ ମୁଖ୍ୟ ରହିଥିବା ବେଳେ ହରଦୀପ୍‌ ସିଂ ନଜ୍ଜାରଙ୍କ ସହଯୋଗୀ।

ସେ ଭାରତରେ ବିଭିନ୍ନ ଅପରାଧ ସହ ସମ୍ପୃକ୍ତ ଥାଇ ମୋଷ୍ଟ ଓ୍ବାଣ୍ଟେଡ୍‌ ତାଲିକାରେ ରହିଛନ୍ତି। ଅକ୍ଟୋବର ୨୭/୨୮ରେ ମିଲ୍‌ଟନ୍‌ ଟାଉନ୍‌ରେ ଏକ ସଶସ୍ତ୍ର ଲଢ଼େଇରେ ସେ ସାମିଲ ଥିବା ସନ୍ଦେହ କରାଯାଉଛି। ନିକଟରେ ଘଟିଥିବା ଏକ ଗୁଳିକାଣ୍ଡ ଘଟଣାରେ ହାଲଟନ୍‌ ରିଜଓନାଲ ପୋଲିସ ସର୍ଭିସ (ଏଚ୍‌ଆର୍‌ପିଏସ୍‌) ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri