ମୋଷ୍ଟ ଓ୍ବାଣ୍ଟେଡ ଖଲିସ୍ତାନି ଆତଙ୍କବାଦୀ ପରମଜିତ ସିଂ ପଂଜଓ୍ବରଙ୍କୁ ପାକିସ୍ତାନରେ ହତ୍ୟା

ଇସଲାମାବାଦ,୬।୫: ଖଲିସ୍ତାନ ସମର୍ଥକଙ୍କ ସହ ଜଡିତ ପାକିସ୍ତାନରୁ ଏବ ବଡ ଖବର ସାମ୍ନାକୁ ଆସିଛି। ମୋଷ୍ଟ ଓ୍ବାଣ୍ଟେଡ ଖଲିସ୍ତାନୀ ଆତଙ୍କବାଦୀ ପରମଜିତ ସିଂ ପଂଜଓ୍ବରଙ୍କୁ ପାକିସ୍ତାନର ଲାହୋରରେ ହତ୍ୟା କରାଯାଇଛି। ପରମଜିତ ସିଂ ପଂଜଓ୍ବର ନାମ ବଦଳାଇ ପାକିସ୍ତାନରେ ରହୁଥିଲେ ଓ ସେହିଠାରୁ ହିଁ ସେ ଖଲିସ୍ତାନ ସମର୍ଥିତ ଗତିବିଧିକୁ କାର୍ଯ୍ୟକାରୀ କରୁଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ପରମଜିତ ସିଂ ପଂଜଓ୍ବରଙ୍କୁ କେତେଜଣ ବାଇକ ଚାଲକ ଟାର୍ଗେଟ କରିଥିଲେ। ବାଇକରେ ଆସିଥିବା ୨ ଆକ୍ରମଣକାରୀ ଲାହୋରର ଜୌହର କସବେ ଭଳି ଆତି ସନଫ୍ଲାଓ୍ବାର ସୋସାଇଟି ମଧ୍ୟରେ ପ୍ରବେଶ କରି ଆଖିବୁଜା ଗୁଳି ଚଳାଇଥିଲେ। ଏହାପରେ ଆକ୍ରମଣକାରୀ ସେଠାରୁ ଫେରାର ହୋଇଯାଇଥିଲେ। କୁହାଯାଉଛି କି ଘଟଣାସ୍ଥଳରେ ହିଁ ପରମଜିତ ସିଂ ପଂଜଓ୍ବରଙ୍କର ମୃତ୍ୟୁ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri