ଏକାଠି ଚାଲିଗଲେ ମା’ ଝିଅ

ବସ୍ତା,୧୫।୮(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥରେ ରବିବାର ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତାରେ ଚାଲିକି ଯାଉଥିବା ମା’ ଝିଅଙ୍କୁ ଏକ ତେଲ ବୋଝେଇ ଟେଙ୍କର ଧକ୍କା ଦେଇ ୩୦ ଫୁଟ ଗଭୀରକୁ ଖସି ପଡିଛି। ଫଳରେ ମା’ ଝିଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମୁନି ଟୁଡୁ(୫୦) ଏବଂ ତାଙ୍କର ଝିଅ ଶାନ୍ତି ଟୁଡୁ(୧୨)।

ମିଳିଥିବା ସୂଚନା ମୁତାବକ, କଲିକତାରୁ ଗଞ୍ଜାମ ଅଭିମୁଖେ ଯାଉଥିବା ଏକ ତେଲ ବୋଝେଇ ଟେଙ୍କର କଟିପୋଲ ନିକଟରେ ଭାରସାମ୍ୟ ହରାଇ ମା’ ଝିଅଙ୍କୁ ଧକ୍କା ଦେଇଥିଲା। ଖବର ପାଇ ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଗିରିଫ କରିଥିଲା। ସେ ପ୍ରଚୁର ମଦ ପିଇ ଗାଡି ଚଲାଉଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri