ଭୂକମ୍ପ ମୃତ୍ୟୁସଂଖ୍ୟା ୨୩ ହଜାର ପାର୍‌, ୧୦୮ ଘଣ୍ଟା ପରେ ଉଦ୍ଧାର ହେଲେ ୩ ଶିଶୁ ସମେତ ମହିଳା

ଆଙ୍କାରା,୧୧।୨: ଫେବୃଆରୀ ୬ ତାରିଖରେ ତୁର୍କୀ ଏବଂ ସିରିଆରେ ହୋଇଥିବା ଭୟଙ୍କର ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳରେ ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି। ଶୁକ୍ରବାର ରାତିରେ ମୃତକଙ୍କ ସଂଖ୍ୟା ୨୩ହଜାର ଅତିକ୍ରମ କରିଥିବା ବେଳେ ଆହତଙ୍କ ସଂଖ୍ୟା ୪୦ ହଜାରରୁ ଅଧିକ ରହିଛି। ଭାରତୀୟ ଉଦ୍ଧାରକାରୀ ଦଳର ଜଣେ ସଦସ୍ୟ କହିଛନ୍ତି ଯେ, ତୁର୍କୀର ଅନେକ ସହରରେ ତାପମାତ୍ରା ଶୂନରୁ କମ୍‌, ଯେଉଁଠାରେ ତୁଷାରପାତ ମଧ୍ୟ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି କରୁଛି। ଇତିମଧ୍ୟରେ ସିରିଆ ସୀମାନ୍ତ ପ୍ରଦେଶରେ ଭୂକମ୍ପର ୧୦୮ ଘଣ୍ଟା ପରେ ଜଣେ ମହିଳା ଏବଂ ତାଙ୍କ ୩ ଶିଶୁ ଉଦ୍ଧାର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଏକ ନବଜାତ ଶିଶୁ ମଧ୍ୟ ଥିଲେ। ଯାହାର ଚିତ୍ର ବର୍ତ୍ତମାନ ସାରା ବିଶ୍ୱରେ ଚର୍ଚ୍ଚାରେ ଅଛି। ସେହିଭଳି ୯୦ ଘଣ୍ଟା ପରେ ଉଦ୍ଧାରକାରୀ ଟିମ ୧୦ ଦିନର ଶିଶୁ ଏବଂ ତାଙ୍କ ମା’ଙ୍କୁ ଜୀବନ୍ତ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri