ମାଟ୍ରିକ ପରୀକ୍ଷା ଦେଲେ ମା’-ପୁଅ

ଜୟପୁର,୨୯ା୪ (ନି.ପ୍ର.)- ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ଗୋଟିଏ ବିଦ୍ୟାଳୟରେ ପରୀକ୍ଷା ଦେଲେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ଜୟପୁରରେ ମା’ ଓ ପୁଅ ମାଟ୍ରିକ ପରୀକ୍ଷା ଦେବା ପରି ଖବର ସ୍ଥାନୀୟ ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି। ମା’ ଜ୍ୟୋସ୍ନାରାଣୀ ପାଢ଼ୀ (୩୬) ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ବେଳେ ପୁଅ ଆଲୋକନାଥ ପାତ୍ର ପୂଜାରିପୁଟ ହାଇସ୍କୁଲରେ ପରୀକ୍ଷା ଦେଉଛନ୍ତି। ଜ୍ୟୋତ୍ସ୍ନାଙ୍କ ଘର ଜୟପୁର ବ୍ଲକ ଅନ୍ତର୍ଗତ ଜୟନ୍ତିଗିରି ପଞ୍ଚାୟତର ପୂଜାରିପୁଟ ଗ୍ରାମରେ। ଏନେଇ ଜ୍ୟୋତ୍ସ୍ନା କୁହନ୍ତି, ଆଜିର ପରୀକ୍ଷା ତାଙ୍କର ଭଲ ହୋଇଛି। ରାତିରେ ଘରକାମ ସରିଲା ପରେ ସେ ପାଠ ପଢୁଥିଲେ। ଏଥିପାଇଁ ସ୍ବାମୀ ତ୍ରିନାଥ ପ୍ରସାଦ ପାତ୍ରଙ୍କ ସହ ପରିବାର ଲୋକେ ସମସ୍ତେ ସହଯୋଗ କରୁଥିଲେ। ପାଠପଢାରେ ବୟସ କେବେ ବାଧକ ହୁଏ ନାହିଁ। ଯେଉଁମାନେ ବିଭିନ୍ନ କାରଣରୁ ମାଟ୍ରିକ ପାସ୍‌ କରିପାରିନାହାନ୍ତି ସେମାନେ ପରୀକ୍ଷା ଦେବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ

ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri