କରୋନା ନେଲା ମା’ପୁଅଙ୍କ ଜୀବନ

ଲଇକେରା,୧୭ା୫: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକର ମା’ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବ୍ଲକ ମୁଖ୍ୟାଳୟର ମା’ ବୁଇ ବେହେରା(୮୯) ଓ ପୁଅ ବିଜୟ ବେହେରା(୬୯)। ମା’ପୁଅ କରୋନା ସଂକ୍ରମିତ ହୋଇ ଗତ ୮ ତାରିଖରୁ ଜିଲା କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ରବିବାର ମା’ଙ୍କ ମୃତ୍ୟୁ ଘଟିଥିବା ବେଳେ ସୋମବାର ତାଙ୍କର ବଡ ପୁଅଙ୍କ ପରଲୋକ ଘଟିଛି। କୋଭିଡ୍‌ ନିୟମ ଅନୁସାରେ କଣ୍ଟାପାଲି ଶ୍ମଶାନରେ ମୃତଦେହ ସତ୍କାର କରାଯାଇଛି। ଏ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିଶୁଙ୍କ ଅତ୍ୟଧିକ କାନ୍ଦ ଆରିଥ୍‌ମିଆ ହୋଇପାରେ’

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଯଦି ଆପଣଙ୍କ ଶିଶୁ ଘଣ୍ଟା ଘଣ୍ଟା ଧରି ଲଗାତର କାନ୍ଦୁଛି, ତେବେ ଏହାକୁ ଅଣଦେଖା କରାଯିବା ଉଚିତ୍‌ ନୁହେଁ। ପିଲା କାନ୍ଦିଲେ ଅଧିକାଂଶ...

ଜିଲାପାଳଙ୍କ ଅଚାନକ ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ଯକ୍ଷ୍ମା ରୋଗୀଙ୍କୁ ଖୁଆଇଲେ ଔଷଧ

ମୁନିଗୁଡ଼ା,୧୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା ସୋମବାର ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ଅଚାନକ ମେଡିକାଲରେ ପହଞ୍ଚି ଡ. ସଞ୍ଜୟ କୁମାରଙ୍କୁ...

ମନ୍ତ୍ରୀଙ୍କ ଗାଡ଼ି ପଛରେ ଆସିବାରୁ ମାଡ଼ ଖାଇଲେ ୪ ବ୍ୟବସାୟୀ

ବାଉଁଶୁଣୀ,୨୯ା୭(ଡି.ଏନ୍‌.ଏ.): ମନ୍ତ୍ରୀଙ୍କ ଗାଡିକୁ ପିଛା କରିବା ଅଭିଯୋଗରେ ବୁଧବାର ରାତିରେ ପୋଲିସଠାରୁ ମାଡ ଖାଇ ୪ ଜଣ ଯୁବକ ମନମୁଣ୍ଡା ଥାନାରେ ଅଟକ ରହିବା ଘଟଣା...

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ  – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...

ବ୍ୟାସନଗର ମହାବିଦ୍ୟାଳୟ ପରିଚାଳନାରେ ମନମୁଖି କାର୍ଯ୍ୟ: ଖାଲିପଡ଼ିଛି ୩୬ ଅଧ୍ୟାପିକା ଅଧ୍ୟାପକ ପଦବୀ; ୮୦ ପରିବର୍ତ୍ତେ ଅଛନ୍ତି ୪୪

ଯାଜପୁରରୋଡ,୩୦ା୬(ନି.ପ୍ର.)- ଯାଜପୁରରୋଡସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ବିଗତ ଦିନରେ ଏହି ମହାବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ଓ ପରୀକ୍ଷା...

ଉଦ୍ଧାର କାର୍ଯ୍ୟ ଓ ରିଲିଫ ପାଇଁ ପଶ୍ଚିମବଙ୍ଗ ଯିବେ ୩୦୦ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ)-ବାତ୍ୟା ଅମ୍ଫନରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପଶ୍ଚିମବଙ୍ଗ। ଉଦ୍ଧାର କାର୍ଯ୍ୟ ଓ ରିଲିଫ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୩୦୦ ଅଗ୍ନିଶମ କର୍ମଚାରୀ ଓ ୧୦...

କଳାହାଣ୍ଡିରେ ମା’ ଝିଅ କରୋନା ପଜିଟିଭ୍‌ : ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଲା

ଜୁନାଗଡ଼,୨୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ର ଏକ ଦେୟଯୁକ୍ତ ଟିଏମ୍‌ସିରେ ଥିବା ୨ ଜଣ ମହିଳାଙ୍କ ସ୍ବାବ୍‌ ନମୁନା କରୋନା ପଜିଟିଭ୍‌ ଆସିଛି। ସେମାନେ ଉଭୟ ମା’...

ଜି.ଉଦୟଗିରି ବ୍ଲକରେ ୪୦୦ ଅସହାୟଙ୍କୁ ରନ୍ଧା ଖାଦ୍ୟ, ୧୬୫ ପ୍ରବାସୀ ଶ୍ରମିକଙ୍କୁ ସାମଗ୍ରୀ ଯୋଗାଉଛି ପ୍ରଶାସନ

ଜି.ଉଦୟଗିରି, ୧୬।୪ (ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏଥିଯୋଗୁ ଗରୀବ, ଅସହାୟ, ଓ ଫସି ରହିଥିବା ବାହାର...

Advertisement
Archives

Model This Week