Posted inଜାତୀୟ

ୟୁପିରେ ଚାଞ୍ଚଲ୍ୟ: ୨ ଝିଅକୁ ବିଷ ଦେଇ ମା’ଙ୍କ ଆତ୍ମହତ୍ୟା

ମୁଜଫରନଗର,୧୪।୨: ଉତ୍ତରପ୍ରଦେଶର ମୁଜାଫରପୁର ଜିଲା ଚର୍ଚ୍ଚୋଲି ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗାଁର ଜଣେ ୪୨ ବର୍ଷୀୟା ମହିଳା ବିନ୍‌ତି ନିଜ ୨ ଝିଅ ସପନା(୧୩) ଓ ସରସ୍ବତୀ(୧୧)ଙ୍କୁ ବିଷ ଦେବା ପରେ ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ୨ ଝିଅଙ୍କ ମଧ୍ୟରୁ ସପନାଙ୍କ ମୃତ୍ୟୁ ଘଟିଥିବା ବେଳେ ସରସ୍ବତୀଙ୍କ ଅବସ୍ଥା ଗୁରୁତର ଥିବା ପୋଲିସ ପକ୍ଷରୁ କୁହାଯାଇଛି।

ହସ୍ପିଟାଲରେ ସରସ୍ବତୀଙ୍କ ଚିକିତ୍ସା ଜାରି ରହିଛି। ପୋଲିସ ମା’ ଝିଙ୍କ ମୃତ୍ୟୁଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ମହିଳା ଜଣକ ୨ ଝିଅଙ୍କୁ ବିଷ ଦେଇ କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡି ନାହିଁ। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri