ଭଡ଼ାଘରୁ ମା-ଝିଅଙ୍କ ମୃତଦେହ ଜବତ

ବଣାଇଁ,୨୯।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ନିୟୁ ଗାର୍ଡେନ କଲୋନୀ ମସଜିଦ ସମ୍ମୁଖ ଭଡ଼ାଘରୁ ଗୁରୁବାର ମା- ଝିଅଙ୍କ ମୃତଦେହ ଜବତ କରିଛି ପୋଲିସ। ମା’ଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ବେଳେ ୩ ବର୍ଷ ଶିଶୁକନ୍ୟାର ମୃତଦେହ ଖଟ ଉପରେ ପଡ଼ିରହିଥିଲା। ଗୋଟିଏ ଦିନ ପୂର୍ବରୁ ସ୍ବାମୀ ଘର ଛାଡ଼ି କେଉଁ ଆଡ଼େ ଚାଲି ଯାଇଥିବା ଜଣାପଡ଼ିଛି। ବିଳମ୍ବ ଯାଏ କବାଟ ନ ଖୋଲିବାରୁ ସନ୍ଦେହ କରି ପଡ଼ୋଶୀ ପୋଲିସକୁ ଖବର ଦେଇଥିଲେ। ଘର ମାଲିକଙ୍କୁୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ମୃତା ମହିଳା ରଞ୍ଜିତା ସାହାଣୀ (୨୭) ଓ ତାଙ୍କ ସ୍ବାମୀ ପ୍ରହଲ୍ଲାଦ ସାହାଣୀ ବୋଲି ଜଣାପଡ଼ିଛି। ପ୍ରାଥମିକ ତଦନ୍ତରୁ ଘରୋଇ କଳହକୁ କେନ୍ଦ୍ର କରି ରଞ୍ଜିତା ପ୍ରଥମରେ ଶିଶୁ କନ୍ୟାଙ୍କ ତଣ୍ଟି ଚିପି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି l ପୋଲିସ ଏନେଇ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?