Posted inଜାତୀୟ

ମା’ଙ୍କୁ ମିଳିଲାନି ମାତୃକାଳୀନ ଛୁଟି: ହାଇକୋର୍ଟ ଗଲେ ୩ ମାସର ଶିଶୁ

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ନଗର ସମିତି(ଏନଡିଏମସି) ରେ କାର୍ଯ୍ୟ କରୁଥିବା ଜଣେ ମହିଳାଙ୍କୁ ମାତୃକାଳୀନ ଛୁଟି ନ ମିଳିବାରୁ ତାଙ୍କ ୩ ମାସର ଶିଶୁ ନ୍ୟାୟ ପାଇଁ ଦିଲ୍ଲୀ ହାଇକୋର୍ଟରେ ଯାଇଛନ୍ତି। ଶିଶୁଟି ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ କୁହାଯାଇଛି ଯେ, ଏନଡିଏମସି ନିୟମ ଦର୍ଶାଇ ଆବେଦନକାରୀଙ୍କ ମାଆଙ୍କୁ ମାତୃତ୍ୱ ଛୁଟି ଦେବାକୁ ମନା କରିଦେଇଥିଲେ। ଏହି ପିଟିଶନର ଶୁଣାଣି କରି ଜଷ୍ଟିସ ନଜମୀ ୱାଜିରୀ ଏବଂ ଜଷ୍ଟିସ ସ୍ବର୍ଣ୍ଣ କାନ୍ତ ଶର୍ମାଙ୍କର ଏକ ବେଞ୍ଚ୍‌ ଦୁଇ ସପ୍ତାହ ମଧ୍ୟରେ ଏନେଇ ଏନଡିଏମସିକୁ ଏହାର ଜବାବ ଦେବା ପାଇଁ ଶେଷ ସୁଯୋଗ ଦେଇଛନ୍ତି। କାରଣ ମାର୍ଚ୍ଚ ମାସରେ କୋର୍ଟଙ୍କ ଦ୍ୱାରା ନୋଟିସ୍‌ ଜାରି କରିବା ସତ୍ତ୍ୱେ ଏନଡିଏମସି ପକ୍ଷରୁ କୌଣସି ଜବାବ ଦିଆଯାଇ ନାହିଁ।
ଜଷ୍ଟିସ ନଜମୀ ୱାଜିରୀ ଏବଂ ଜଷ୍ଟିସ ସ୍ବର୍ଣ୍ଣ କାନ୍ତ ଶର୍ମାଙ୍କ ଏକ ବେଞ୍ଚ କହିଛନ୍ତି, ଏହା ନିରାଶାଜନକ ବିଷୟ। ପ୍ରତିଦିନ ଏକ ଛୋଟ ପିଲା ମାଆର ଯତ୍ନରୁ ବଞ୍ଚିତ ହେଉଛି କିନ୍ତୁ ତଥାପି ଏନଡିଏମସି ଏହାର ପ୍ରତିକ୍ରିୟା ଦେଇନାହିଁ। ହାଇକୋର୍ଟ ବେଞ୍ଚ ଏନଡିଏମସିକୁ ଉପରେ ୨୫,୦୦୦ ଟଙ୍କା ଜୋରିମାନା ଲାଗୁ କରି ଶୁଣାଣି ମେ ୧୭ ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବହି ତ୍ରୁଟିକୁ ନେଇ ଆକ୍ସନରେ ମୁଖ୍ୟମନ୍ତ୍ରୀ: ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୬: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ମୁଖ୍ୟମନ୍ତ୍ରୀ ୪ଜଣ…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ…

କ୍ରିକେଟ ଦୁନିଆରେ ବଲିଉଡ ଷ୍ଟାର୍‌ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ଏହି ଦଳର ହେଲେ ମାଲିକ

ନୂଆଦିଲ୍ଲୀ,୨୬।୬: ବଲିଉଡର ଅନେକ ତାରକା କ୍ରିକେଟ ଦୁନିଆରେ ମଧ୍ୟ ବେଶ ନାଁ କମାଇଛନ୍ତି। କୋଲକାତା ନାଇଟ ରାଇଡର୍ସର ମାଲିକ ଶାହରୁଖ ଖାନ ହୁଅନ୍ତୁ କିମ୍ବା ପଞ୍ଜାବ କିଙ୍ଗସର…

ରାଶନ ଚାଉଳ ଆଣିବାକୁ ଯିବାବେଳେ ହେଲା ବଜ୍ରାଘାତ: ବଡ଼ଭାଇ ମୃତ, ସାନ ଭାଇ ଗୁରୁତର

ମୋହନା, ୨୬।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ଅନୁଗୁର ପଞ୍ଚାୟତର କଟାମା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।…

କାର୍‌ରେ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ସରକାରୀ ଶିକ୍ଷକ

ଟିଟିଲାଗଡ଼,୨୬।୬: ୨୬ ନମ୍ବର ଜାତୀୟ ରାଜପଥ ବରଗାଁ ଛକରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଛନ୍ତି ୨ଜଣ ସରକାରୀ ଶିକ୍ଷକ। ଏହି…

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା…

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri