ଛୁଆ ହାତୀକୁ ଗ୍ରହଣ କରୁନି ମା’, ଚିନ୍ତାରେ ବନ ବିଭାଗ

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ ଅନ୍ତର୍ଗତ ଦେଓବନ୍ଧ ବିଟ୍‌ ଅଧିନସ୍ଥ କୋଳିମାଟି ଗ୍ରାମ ନିକଟରେ ଶୁକ୍ରବାର ଏକ ପଥର ଖୋଲରୁ ଉଦ୍ଧାର କରାଯାଇଥିବା ପ୍ରାୟ ୨ ମାସର ହାତୀ ଛୁଆକୁ ମା’ ହାତୀ କିମ୍ବା ଦଳ ଗ୍ରହଣ କରୁନାହିଁ ା ଫଳରେ ଗତକାଲିଠାରୁ ବନ ବିଭାଗ ହାତୀ ଛୁଆ ଓ ଦଳ ଉପରେ ନଜର ରଖିଥିବା ବେଳେ ଯଦି ଗ୍ରହଣ ନ କରେ ତେବେ କ’ଣ ହେବ ସେ ଚିନ୍ତାରେ ରହିଛି।

ତେବେ ହାତୀ ଛୁଆ ଉଦ୍ଧାର ବେଳେ ତାକୁ ଛୁଇଁବା ଫଳରେ ମା’ ହାତୀ ଓ ଦଳ ପାଖକୁ ଯାଉନାହାନ୍ତି କିମ୍ବା ଗ୍ରହଣ କରୁନାହାନ୍ତି ା ଆଜି ହାତୀଟି ବାରବାଙ୍କ ଜଙ୍ଗଲରେ ଦଳଠାରୁ ପ୍ରାୟ ୨୦୦ ମିଟର ଦୂରରେ ଏକୁଟିଆ ବୁଲୁଥିବା ବେଳେ ତା’ ଉପରେ ହାତୀ ସ୍କ୍ବାଡ ନଜର ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

ଖେମୁଣ୍ଡି କଲେଜରେ ନିଶାମୁକ୍ତ ଅଭିଯାନ ସଚେତନତା ସଭା, ନିଶା ଦ୍ରବ୍ୟ ସେବନ ବିରୋଧରେ ଛାତ୍ରୀ ଛାତ୍ର କଲେ ପ୍ରତିଜ୍ଞା

ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତି କରଣ ୟୁନିଟ , ଜାତୀୟ ସେବା ସଂସ୍ଥା(ଏନଏସଏସ) ଶାଖା ଏବଂ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri