ଭଦ୍ରକରେ ୨୩ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦୁର୍ଗତିନାଶିନୀ

ଭଦ୍ରକ,୧୧ା୧୦(ସନାତନ ରାଉତ): ଭଦ୍ରକ ସହରର ୨୩ଟି ପୂଜାମଣ୍ଡପରେ ମା’ ଦୁର୍ଗତିନାଶିନୀଙ୍କ ପୂଜା ଆରାଧନା ଆରମ୍ଭ ହୋଇଛି। ଶୁକ୍ରବାର ମହାଷ୍ଟମୀ ପୂଜା ଥିବାରୁ ସବୁ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ସକାଳ ୬ଟାରୁ ଅଷ୍ଟମୀ ପୂଜା ଆରମ୍ଭ ହୋଇଥିବା ବେଳେ ଉପବାସ ରଖିଥିବା ଶ୍ରଦ୍ଧାଳୁ ମହିଳାମାନେ ପରିବାରର ଶୁଭ ମନାସୀ ମା’ଙ୍କ ଠାରେ ଦୀପ ଜାଳିଛନ୍ତି। ଭୋଗ ଲଗାଇବା ସହ ନୂଆ ଶାଢି ଶଙ୍ଖା ପୂଜା କରି ପରିଧାନ କରିଛନ୍ତି। ସହରର ବଙ୍କ ବାସୁଳି ମନ୍ଦିରରେ ଅସମ୍ଭାଳ ଭିଡ଼ ଲାଗିଥିଲା।

ସେହିପରି ଗାନ୍ଧୀ ପଡିଆ, ବାଇପାସ, ପ୍ରାଚୀ ନଗର, ଜାନୁଗଞ୍ଜ, ଗବସାହି, ବାଙ୍କା ବଜାର, ଚନ୍ଦନବଜାର, ସନ୍ଥିଆ, ପାଟଣା ସାହି, ଚରମ୍ପା ସ୍କୁଲ ରୋଡ୍‌, ଷ୍ଟେଶନ ରୋଡ୍‌, ତେଲି ମହଲା ସମେତ ଗ୍ରାମାଞ୍ଚଳରେ ବିଭିନ୍ନ ମଣ୍ଡପରେ ମା’ଙ୍କୁ ପୂଜା କରାଯାଉଛି। ସୁନ୍ଦର ଆଲୋକ ସଜ୍ଜା ଓ ସୁଉଚ୍ଚ ତୋରଣ ସହରକୁ ଶୋଭା ବର୍ଦ୍ଧିତ କରିଛି। ବିଭିନ୍ନ ପୂଜାମଣ୍ଡପରେ ଗତ ସନ୍ଧ୍ୟାରୁ ମେଲୋଡି, ଭଜନ ସା, ସାଂସ୍କୃତିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ମୀନାବଜାର ଆରମ୍ଭ ହୋଇଛି l ଭଦ୍ରକ ପୋଲିସ ପକ୍ଷରୁ ଭିଡ଼ ନିୟନ୍ତ୍ରଣ ପାଇଁ ସମସ୍ତ ପୂଜାମଣ୍ଡପରେ ଫୋର୍ସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

ବାରମ୍ବାର ଅଭିଯୋଗ ସତ୍ତ୍ବେ କାର୍ଯ୍ୟକ୍ଷମ ହେଉନି ନୂଆ ସବଷ୍ଟେସନ, ନିରବ ଜିଲା ପ୍ରଶାସନ

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ସିମନବାଡି ଫିଡ଼ରରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଦେଖାଯାଉଛି । ଏହାର ସମାଧାନ ପାଇଁ ରାଜ୍ୟ ସରକାର ସିମନବାଡି ଫିଡ଼ର…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri