Posted inଜାତୀୟ

ମା’ ସବୁଠୁ ଭଲ ରାନ୍ଧୁଣୀ: ରାହୁଲ

ନୂଆଦିଲ୍ଲୀ, ୨୪।୪: ଖାଦ୍ୟକୁ ନେଇ କଂଗ୍ରେସ ନେତା ରହୁଲ ଗାନ୍ଧୀଙ୍କର ଥିବା ରୁଚି ବିଷୟରେ ପ୍ରାୟ ସମସ୍ତେ ଅବଗତ। କେଉଁ ରାଜନେତାମାନେ ଭଲ ରୋଷେଇ କରନ୍ତି ସେ ବାବଦରେ ରାହୁଲ ନିକଟରେ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ‘ଖାନେ ମେଁ କ୍ୟା ହୈ’କୁ ସାକ୍ଷାତ୍‌କାର ଦେବା ସମୟରେ କହିଛନ୍ତି। ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଭଲ ରୋଷେଇ କରନ୍ତି। କିନ୍ତୁ ସବୁ ରାଜନେତାଙ୍କ ମଧ୍ୟରେ ମୋ ମା’ ସବୁଠୁ ଭଲ ଖାଦ୍ୟ ପ୍ରସ୍ତୁତ କରନ୍ତି ବୋଲି ରାହୁଲ ନିଜ ଇଣ୍ଟରଭ୍ୟୁରେ କହିଛନ୍ତି। ସ୍ବାଦିଷ୍ଟ ବ୍ୟଞ୍ଜନ ରାନ୍ଧିବା କ୍ଷେତ୍ରରେ ସୋନିଆଙ୍କୁ ଶୀର୍ଷରେ ରଖିବା ପରେ ରାହୁଲ ଭଉଣୀ ପ୍ରିୟଙ୍କାଙ୍କୁ ଦ୍ୱିତୀୟ ସ୍ଥାନରେ ରଖିଛନ୍ତି। ଅନ୍ୟପକ୍ଷେ ସକାଳେ କଫି ଏବଂ ରାତିରେ ଚା’ ପିଇବା ରାହୁଲଙ୍କୁ ଭଲ ଲାଗୁଥିବାବେଳେ ସେ ଭାରତୀୟ ମିଠା ଖାଇବାକୁ ପସନ୍ଦ କରନ୍ତି ବୋଲି କହିଛନ୍ତି। କିଛିଦିନ ପୂର୍ବେ ରାହୁଲ ପୁରୁଣା ଦିଲ୍ଲୀର ମଟିଆ ମହଲ ଏବଂ ବଙ୍ଗାଲି ବଜାର ବୁଲି ଷ୍ଟ୍ରିଟ୍‌ ଫୁଡ୍‌ର ମଜା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri