ବ୍ରହ୍ମପୁର ଅଫିସ,୨୮ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଶିଶୁକନ୍ୟାକୁ ଧରି ମା’ କୂଅକୁ ଡେଇଁ ପଡିଥିଲେ। ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ୩ ବଷର୍ର୍ୀୟା ଝିଅ ଶ୍ରେୟାସୀ ସାହୁଙ୍କର ମୃତ୍ୟୁ ଘଟିଛି।
ବଡବଜାର ଥାନା ଶ୍ରୀରାମନଗର ଜନ୍ନାଥବିହାର ସପ୍ତମ ଲାଇନ୍ର ରାମଚନ୍ଦ୍ର ସାହୁଙ୍କ ଝିଅ ବିଜୟଲକ୍ଷ୍ମୀ ୭ବର୍ଷ ତଳେ ବାଚୁବାରୀ ସାହିର ସୀମାଞ୍ଚଳ ସାହୁଙ୍କୁ ବିବାହ କରିଥିଲେ। ବିବାହ ପରେ ଯୌତୁକ ଦାବି କରି ବିଜୟଲକ୍ଷ୍ମୀଙ୍କୁ ନିର୍ଯାତନା ଦିଆଯାଉଥିଲା। ଅସହ୍ୟ ହେବାରୁ ବିଜୟଲକ୍ଷ୍ମୀ କିଛିଦିନ ହେଲା ବାପଘର ଜଗନ୍ନାଥ ବିହାରକୁ ଚାଲି ଆସିଥିଲେ। ମଙ୍ଗଳବାର ସୀମାଞ୍ଚଳ କୌଣସି କଥାକୁ ନେଇ ବିଜୟଲକ୍ଷ୍ମୀଙ୍କୁ ଫୋନ୍ରେ ଗାଳିଗୁଲଜ କରିଥିଲେ। ଏଥିରେ ସେ ମାନସିକ ଭାରସାମ୍ୟ ହରାଇ ଝିଅ ଶ୍ରେୟାସୀକୁ ଧରି କୂଅକୁ ଡେଇଁ ପଡିଥିଲେ। ଘଟଣା ସମ୍ପର୍କରେ ବିଜୟଲକ୍ଷ୍ମୀଙ୍କ ଭାଇ ନାରାୟଣ ସାହୁ ବଡବଜାର ଥାନାରେ ଅଭିଯୋଗ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର
ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…
ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ
ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…
ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ
ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…
TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍ କାଟ୍…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍ ସରବରାହ…
ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…
College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…
ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…
ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…
ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

