Posted inରାଜ୍ୟ

କାମ ସାରି ଆସୁଛି କହି ନବଜାତ ଶିଶୁପୁତ୍ରକୁ ଛାଡ଼ି ଚାଲିଗଲା ମା’

ଭଦ୍ରକ ଅଫିସ, ୨୨।୩- ଭଦ୍ରକ ଚରମ୍ପା ନିକଟ ଲକ୍ଷ୍ମୀନାରାୟଣ ମନ୍ଦିର ନିକଟରେ ସୋମବାର ବସିଥିବା ଯୁବକଙ୍କୁ ଜଣେ ମହିଳା କାମ ସାରି ଆସିବା ପର୍ଯ୍ୟନ୍ତ ତାଙ୍କ ପିଲାକୁ ଧରିବା ପାଇଁ କହି କେଉଁଆଡ଼େ ଚାଲିଯାଇଥିଲେ। ତିନି ଘଣ୍ଟା ଧରି ଅପେକ୍ଷା କରିବା ପରେ ମହିଳା ଜଣଙ୍କ ନ ଫେରିବାରୁ ଶେଷରେ ଟାଉନ ପୋଲିସକୁ ଖବର ଦେଇଥିଲେ ଯୁବକ। ପୋଲିସ ଓ ଚାଇଲ୍ଡ ଲାଇନ କର୍ମକର୍ତ୍ତା ପହଞ୍ଚି ନବଜାତକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ନବଜାତ ଜଣେ ଶିଶୁପୁତ୍ର ଓ ୧୦ ଦିନର ହୋଇଥାଇପାରେ ବୋଲି ଚାଇଲ୍ଡ ଲାଇନ ପକ୍ଷରୁ ଅନୁମାନ କରାଯାଉଛି। ଶିଶୁକୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗରେ ଭର୍ତ୍ତି କରାଯାଇଥିବା ଟାଉନ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ

ଝାରସୁଗୁଡା ଅଫିସ୍‌,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ନିୟୋଜିତ ହୋଇଥିବା ଜଣେ ଅସୁସ୍ଥ ହୋମ୍‌ଗାର୍ଡଙ୍କ ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ବଡ ମେଡିକାଲ୍‌ରେ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତ...

ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ସାଜିଲେ ଘାତକ

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ବିଜେଡିରେ ଥିବା ଦୁଇ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ଚଳିତ ନିର୍ବାଚନରେ ଘାତକ ସାଜିଛନ୍ତି। ବୁଧବାର ଭୋଟ ଗ୍ରହଣ ବେଳେ...

ଶୁକ୍ରବାରଠାରୁ ପୁରୀ, ଭୁବନେଶ୍ୱର ବିକାଶ କାର୍ଯ୍ୟ ଆରମ୍ଭ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ପୁଣି ଶ୍ରୀମନ୍ଦିର ଚତୁଃପାର୍ଶ୍ୱ କାମ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାରଠାରୁ ଏହି କାମ ଆରମ୍ଭ କରିବାକୁ ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ...

ଆଜି ଢେଙ୍କାନାଳ, ଅନୁଗୋଳ, ତାଳଚେରକୁ ବସ୍‌ ବନ୍ଦ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ମଙ୍ଗୁଳିଠାରୁ ଅନୁଗୋଳକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୋହରୀକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଛି। ଦୀର୍ଘ ୩ ବର୍ଷ ହେବ ରାସ୍ତା...

ପାଣି ପାଇଁ ରାସ୍ତାରେ ମହିଳା

ହିନ୍ଦୋଳ, ୪।୬(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ୧୦ନଂ. ଓ୍ବାର୍ଡରେ ଜଳସଙ୍କଟ ଉତ୍କଟ ରୂପ ଧାରଣ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର ଅଞ୍ଚଳର ବହୁସଂଖ୍ୟାରେ ମହିଳା...

ପୁଣି ୬ ପଜିଟିଭ୍‌: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୭୪

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

ଚଳିତ ବର୍ଷରୁ ମିଳିବ ଗରିମା ପୁରସ୍କାର: ‘ମୋ ସ୍କୁଲ’ ଅଭିଯାନରେ ୮୯୫୧ ସ୍କୁଲ ପାଇଛନ୍ତି ୮୯କୋଟି ଟଙ୍କା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷା ବୃଦ୍ଧି କରିବା ଲାଗି ରାଜ୍ୟ ସରକାର ‘ମୋ ସ୍କୁଲ’ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଯୋଜନାର ମୂଳ ଲକ୍ଷ୍ୟ,...

ଘୁଞ୍ଚିଲା ଯୁକ୍ତ୨ ନାମଲେଖା ଅବଧି

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଯୁକ୍ତ୨ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧି...

Advertisement
Archives

Model This Week