ନବଜାତ ଶିଶୁକନ୍ୟାକୁ ଶୌଚାଳୟରେ ଛାଡ଼ି ଚାଲିଗଲେ ମା’

ବଲାଙ୍ଗୀର,୯।୯: ମେଡିକାଲ ଶୌଚାଳୟ ଜଣେ ମହିଳା ପ୍ରସବ କରି ଶିଶୁକନ୍ୟାଟିକୁ ଛାଡ଼ି ପଳାଇଯାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ।

ସୂଚନାଯୋଗ୍ୟ, ଶନିବାର ସକାଳେ ଫିମେଲ ମେଡ଼ିସିନ ୱାର୍ଡର ଶୌଚାଳୟରେ ଏକ ନବଜନ୍ମିତ ଶିଶୁକନ୍ୟା ପଡ଼ିଥିବା ରୋଗୀମାନେ ଦେଖିବାକୁ ପାଇଥିଲେ। ପରେ ଏନେଇ ମେଡିକାଲ କର୍ମଚାରୀଙ୍କୁ ଖବର ଦେଇଥିଲେ। ମେଡିକାଲ କର୍ମଚାରୀ ପିଲାଟିକୁ ଉଦ୍ଧାର କରି ଡାକ୍ତରଙ୍କୁ ଦେଖାଇଥିଲେ। ପିଲାଟିର ଓଜନ କମ ଥିବାରୁ ତାର ଅବସ୍ଥା ଗୁରୁତର ରହିଛି। ଏଥିପାଇଁ ତାକୁ ଏସ୍‌ଏନସିୟୁରେ ଭର୍ତ୍ତି କରାଯାଇଛି।
ତେବେ ଶିଶୁଟି କିଏ ଓ କଣ ପାଇଁ ମା’ ପିଲାଟିକୁ ଶୌଚାଳୟରେ ପକାଇ ଚାଲିଗଲେ ତାହା ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri