କଦଳୀ ଭେଳାରେ ପୂଜା ପାଆନ୍ତି ମା’ମନସା

ମହାକାଳପଡ଼ା,୧୮।୯(ଡି.ଏନ.ଏ.): ସର୍ପ ଦଂଶନରୁ ରକ୍ଷା ପାଇଁ ବଙ୍ଗୀୟ ଲୋକମାନେ ଅଷ୍ଟନାଗ ମା’ ମନସା ଦେବୀଙ୍କ ଚରଣରେ ଶରଣାପନ୍ନ ହୁଅନ୍ତି। ବିଶ୍ବାସ ରହିଛି ମା’ମନସା ଦେବୀଙ୍କୁ ନଦୀରେ କଦଳୀ ଭେଳା କରି ପୂଜାର୍ଚ୍ଚନା କଲେ ପରିବାରରେ ବିପତ୍ତି ପଡ଼େ ନାହିଁ। ମା’ ଙ୍କ ମସ୍ତକରେ ଅଷ୍ଟ ନାଗ ଧାରଣ କରିଥାନ୍ତି। ଏହି ଅଷ୍ଟ ନାଗ ମା’ ମନସାଙ୍କ ୮ ଭାଇ ବୋଲି ଜନ ଶ୍ରୁତି ରହିଛି ା ସେହି ୮ ଭାଇ ହେଲେ ବାସୁକି, ପଦ୍ମ, ମହା ପଦ୍ମ, ତକ୍ଷ, କୁଳିର, କର୍କଟ, ଶଙ୍ଖ ଓ ଅନନ୍ତ। ମାନସିକ ପୂରଣ ପାଇଁ ମା’ଙ୍କ ପାଖରେ ବିଭିନ୍ନ ଫଳ, ଫୁଲ, ଚିନିରେ ପ୍ରସ୍ତୁତରେ ବାତସା ଭୋଗ ଲାଗି ହୋଇଥାଏ ା ମା’ଙ୍କ ଗଳାରେ ମାନସିକ ପୂରଣ ପାଇଁ ଟଙ୍କା ମାଳ ପରିଧାନ କରାଯାଏ ା ଏହି ପୂଜା କନ୍ୟା ସଂକ୍ରାନ୍ତିରେ ଆରମ୍ଭ ହୋଇ ୩ ଦିନ ପର୍ଯ୍ୟନ୍ତ ଚାଲେ ା ବିସର୍ଜନ ପର୍ବରେ କଦଳୀ ଭେଳାରେ ଭୋଗ ନୈବେଦ୍ୟ ଅର୍ପଣ କରି ମା’ଙ୍କୁ ନଦୀରେ ଭସାଇ ଦିଆଯାଇଥାଏ ା ମା’ ବଙ୍ଗୀୟ ପରମ୍ପରା ଅନୁସାରେ ପୂଜା ପାଆନ୍ତି ବୋଲି ଆୟୋଜକ କହିଛନ୍ତି ା
ସ୍ଥାନୀୟ ବତୀଘର ଦକ୍ଷିଣ ଖୋଳା ନଦୀ, ହରିଆବାଙ୍କ ଗଳିଆ ନଦୀ, ବଉଳ କଣି ଆମ୍ବବେଲାରୀ ନିକଟ ନଦୀରେ ମା’ମନସା ପୂଜା ଅନୁଷ୍ଠିତ ହୋଇଯାଇଛି। ସେହିପରି ପେଟଛେଲା ହବାଳି ପାହିସ୍ଥିତ ରାମଚଣ୍ଡୀ ଗଳିଆ ନଦୀରେ ୧୮ତମ ବାର୍ଷିକ ମା’ମନସା ଦେବୀଙ୍କ ପୂଜା ଅନୁଷ୍ଠିତ ହେଉଛି ା ଏହି ଅବସରରେ ୩ ଦିନ ଧରି ମେଳା ଅନୁଷ୍ଠିତ ହେବ ବୋଲି ସ୍ଥାନୀୟ ଆୟୋଜକ କହିଛନ୍ତି ା ଏହି ପୂଜାକୁ ଦେଖିବା ପାଇଁ ପଡ଼ୋଶୀ ପାରାଦୀପ, କୁଜଙ୍ଗ, ରାଜନଗର, ପଟ୍ଟାମୁଣ୍ଡାଇ ଆଦି ଅଞ୍ଚଳରୁ ବହୁ ମାନସିକଧାରୀଙ୍କ ଭିଡ଼ ଲାଗି ରହିଛି। ପେଟଛେଲା ପଞ୍ଚାୟତର ସ୍ଥାନୀୟ ବାସିନ୍ଦାମାନେ ପୂଜା ଆୟୋଜନ କରିଛନ୍ତି। ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବତୀଘର, ପେଟଛେଲା, ହରିଆ ବାଙ୍କ ଆଦି ପୂଜା ମଣ୍ଡପରେ ପହଞ୍ଚି ମା’ଙ୍କୁ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri