Posted inଜାତୀୟ

ପ୍ରେମ ପାଇଁ ୪ ସନ୍ତାନଙ୍କ ଜନନୀ ସ୍ବାମୀଙ୍କ ଉପରେ କଲେ ଏପରି…

ଜୟପୁର, ୨୭।୮: ପ୍ରେମ ପାଇଁ ସ୍ବାମୀଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଥିବା ଜଣେ ମହିଳାଙ୍କୁ ରାଜସ୍ଥାନ ପୋଲିସ ଗିରଫ କରିଛି। ସ୍ଥାନୀୟ ଆଗ୍ରା ଜିଲାର ଫତେହବାଦ୍‌ ଅଞ୍ଚଳର ଶ୍ରୀକିଶନ୍‌ ମୌଜା ଅନ୍ତର୍ଗତ ଭରାପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଲକ୍‌ ଡାଉନ୍‌ ସମୟରେ ଘରେ ରହିଥିବା ଜଣେ ସମ୍ପର୍କୀୟ ପୁତୁରା ଜ୍ଞାନ ସିଂଙ୍କ ସହିତ ରାମ ଅମର ସିଂଙ୍କ ସ୍ତ୍ରୀ ମମତାଙ୍କର ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ତେବେ ପ୍ରେମ ବାଟରେ ଅମର ସିଂ କଣ୍ଟା ସାଜିଥିଲେ। ଅଗଷ୍ଟ ୧୮ରେ ଅମର ସିଂ ଏନେଇ ପାଟିତୁଣ୍ଡ କରିଥିଲେ। ତେଣୁ ତାଙ୍କୁ ପ୍ରେମିକ ଜ୍ଞାନଙ୍କ ସହିତ ମିଶି ଗଳା ଚିପି ହତ୍ୟା କରିବା ପରେ ମୃତଦେହକୁ ଅଗଷ୍ଟ ୨୦ରେ ମମତା ଘରେ ଝୁଲାଇ ଦେଇଥିଲେ। ପରେ ଅଗଷ୍ଟ ୨୩ରେ ପୁତୁରା ଥାନାରେ ଏନେଇ ଏତଲା ଦେଇଥିଲେ। ତେବେ ପୋଲିସ ବୁଧବାର ଘଟଣାର ପର୍ଦ୍ଦାଫାଶ୍‌ କରିଛି। ଜ୍ଞାନ ଏବଂ ମମତା ଉଭୟ ନିଜର ଦୋଷ ସ୍ବୀକାର କରିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri