ଝିଅ, ପୁଅଙ୍କ ସହ ଶୋଇଥିଲେ ମା’: କାମୁଡ଼ି ଦେଲା ସାପ

ଭଞ୍ଜନଗର,୨୩।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅଧୀନ ବଦାଙ୍ଗୀ ଗାଁରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରୁନା ନାଇକ(୪୦)।

ମିଳିଥିବା ସୂଚନା ମୁତାବକ, ରବିବାର ରାତିରେ ରୁନା ତାଙ୍କ ଦୁଇ ପୁଅ ଏବଂ ଝିଅଙ୍କ ସହ ଘରେ ଶୋଇଥିଲେ। ହେଲେ ବିଳମ୍ବିତ ରାତିରେ ଏକ ବିଷଧର ସାପ ରୁନାଙ୍କୁ କାମୁଡି ଦେଇଥିଲା। ସେ ଉଠି ଦେଖିବା ବେଳକୁ ତାଙ୍କୁ ଏକ ଚିତି ସାପ କାମୁଡ଼ି ଦେଇଥିବା ଜାଣିବାକୁ ପାଇଥିଲେ। ପରେ ସେ ଅସୁସ୍ଥ ହୋଇପଡିଥିଲେ। ପରିବାର ଲୋକେ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଏଠାରେ ଚିକିତ୍ସାଧୀନ ଅବସ୍ଥାରେ ରୁନାଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ସୋମବାର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ପ୍ରକାଶଯେ, ରୁନାଙ୍କ ସ୍ବାମୀ ଲବଣୀ ନାୟକ ଦାଦନ ଶ୍ରମିକ ଭାବେ ତାମିଲନାଡୁରେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ…

ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’

ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

ରାଶନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର! ଏବେ ମିଳିବ ମୁଣ୍ଡପିଛା ମିଳିବ…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY) ଅଧୀନରେ ମିଳୁଥିବା ପରିବାର ପିଛା ମାସିକ ୩୫ କିଲୋଗ୍ରାମର ଖାଦ୍ୟଶସ୍ୟ ଅଧିକାରକୁ ବଦଳାଇ, ଏହାକୁ ପ୍ରତି ବ୍ୟକ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ଦିଗରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri