କରେଣ୍ଟ ଲାଗି ମା,ପୁଅ ମୃତ

ଖଇରା,୧୦।୬(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ଥାନା ମହତୀପୁର ଗ୍ରାମ ପଞ୍ଚାୟତ ଅଧୀନ ନାହୁଲ ଗ୍ରାମରେ ଶନିବାର ସକାଳେ ଅଭାବନୀୟ ଘଟଣା ଘଟିଯାଇଛି। କରେଣ୍ଟ ଲାଗି ମା,ପୁଅଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ମାଆ ତିଳୋତ୍ତମା ଦାସ(୪୮) ଓ ପୁଅ ରାମଚନ୍ଦ୍ର ଦାସ। ଶନିବାର ସକାଳେ ମା,ପୁଅ ବାଡିପଟକୁ ଯାଇଥିଲେ। ଏହି ସମୟରେ ଛିଣ୍ଡି ପଡିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଉଭୟ ଗୁରୁତର ହୋଇ ପଡିଥିଲେ ା ଗୁରୁତର ଅବସ୍ଥାରେ ସେମାନଙ୍କୁ ତୁରନ୍ତ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ମା,ପୁଅଙ୍କୁ ମୃତ ଘୋଷଣା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri