କୂଅରୁ ମା’, ପୁଅଙ୍କୁ ଉଦ୍ଧାର: ଅଗ୍ନିଶମ ବାହିନୀଙ୍କୁ ପ୍ରଶଂସା କଲେ ଡିଜି

ଛତ୍ରପୁର,୩୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପୋଡାପଦର ପଞ୍ଚାୟତ ଅଧୀନ କୁମାରବେଗପଲ୍ଲୀ ଗ୍ରାମରେ ରବିବାର ଏକ ଖୋଲା କୂଅ ଭିତରେ ପଡ଼ିଯାଇଥିବା ବୃଦ୍ଧା ମା’ଙ୍କୁ ଉଦ୍ଧାର କରିବାକୁ ଯାଇ ପୁଅ ମଧ୍ୟ କୂଅକୁ ଡେଇଁ ପଡ଼ିଥିଲେ। ପରେ ଖବରପାଇ ଛତ୍ରପୁର ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ। ଏ ନେଇ ସୋମବାର ଛତ୍ରପୁର ଫାୟାର ସେବା ଟିମ୍‌ କାର୍ଯ୍ୟକୁ ଡିଜି ( ଫାୟାର ସେବା ) ଟୁଇଟ୍‌ କରି ପ୍ରଶଂସା କରିଛନ୍ତି। ୩୦ ଫୁଟ ଗଭୀର କୂଅରୁ ଉଭୟଙ୍କୁ ସୁରକ୍ଷିତ ଉଦ୍ଧାର ଅଭିଜ୍ଞସମ୍ପର୍ଣ୍ଣ ଛତ୍ରପୁର ଫାୟାର ସେବା ଟିମ୍‌ର ଚମତ୍କାର ପ୍ରଦର୍ଶନ ବୋଲି ସେ ଉକ୍ତ ଟୁଇଟରେ ଲେଖିଛନ୍ତି।
ସୂଚନାଯୋଗ୍ୟ, ରବିବାର ସକାଳେ ଉକ୍ତ ଗ୍ରାମର ତିରୁପତି ଗୌଡ଼ (୫୫)ଙ୍କ ଘରେ ଥିବା ଏକ ୩୦ ଫୁଟର ଖୋଲା କୂଅ ଭିତରେ ତାଙ୍କର ୭୫ ବର୍ଷୀୟ ବୃଦ୍ଧା ମା’ ଅର୍ଣ୍ଣପୂର୍ଣ୍ଣା ଗୌଡ଼ ଅସାବଧାନତା ହେତୁ ପଡ଼ି ଯାଇଥିଲେ। ମା’ଙ୍କୁ ବଞ୍ଚେଇବାକୁ ଯାଇ ପୁଅ ତିରୁପତି ମଧ୍ୟ କୂଅ ଭିତରକୁ ଡେଇଁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?