Posted inଫୁରସତ

ଏହି ମା’ଙ୍କ ଭିଡିଓ ଦେଖିଲେ ଆଖିରେ ଆସୁଛି ଲୁହ, ସଲାମ କରୁଛନ୍ତି ଲୋକେ…

କଥାରେ ଅଛି ‘ମା’ ଦୁନିଆର ସବୁଠୁ ବଡ଼ ଯୋଦ୍ଧା’। ନିଜ ସନ୍ତାନର ଜୀବନକୁ ସରସସୁନ୍ଦର ଭାବେ ଗଢ଼ି ତୋଳିବା ଲାଗି ସେ କିଛି ବି କରିପାରେ। ନିଜ ପିଲା ଲାଗି ମା’ ଯେକୌଣସି ପରିସ୍ଥିତି ସହ ଲଢ଼ିପାରେ। ଏଥିଲାଗି ତା ସ୍ଥାନ କେହି ବି ନେଇ ପାରିବେ ନାହିଁ। ବିଶ୍ୱାସ ହେଉ ନ ଥିଲେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଦେଖନ୍ତୁ। ଭିଡିଓଟି ଦେଖି ଆପଣ ଲୁହକୁ ରୋକି ପାରିବେ ନାହିଁ। କାରଣ ଏଥିରେ ଜଣେ ମା’ ନିଜର କୋଳରେ ପିଲାକୁ ଧରି ରିକ୍ସା ଚଳାଉଥିବା ନଜର ଆସୁଛନ୍ତି। ଗୋଟିଏ ହାତରେ ଗାଡ଼ିର ଷ୍ଟିଅରିଂ ଆଉ ଅନ୍ୟ ଏକ ହାତରେ ପିଲାକୁ ଧରି ସେ ବହୁତ କଷ୍ଟ କରୁଛନ୍ତି। ଭିଡିଓକୁ ଦେଖି ଲୋକେ ଭାବବିହ୍ବଳ ହେବା ସହ ଏଭଳି ମା’କୁ ସଲାମ୍‌ ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି ।  ଖବର ପାଇ ଭାଜପା…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri