ପୁଅ ବଦଳରେ ମା’ଙ୍କୁ ଇଞ୍ଜେକ୍‌ଶନ ଦେଇଦେଲେ ଷ୍ଟାଫନର୍ସପରେ…

ଖଡ଼ିଆଳ,୧୧ା୭ (ସୁଜିତ କୁମାର ପ୍ରଧାନ):ପୁଅ ବଦଳରେ ମା’ଙ୍କୁ ଇଞ୍ଜେକଶନ ଦେଲେ ଜଣେ ଷ୍ଟାଫନର୍ସ। ଶୁକ୍ରବାର ଏଭଳି ଏକ ଘଟଣା ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟରେ ଦେଖିବାକୁ ମିଳିଛି। ସମ୍ପୃକ୍ତ ଷ୍ଟାଫ୍‌ନର୍ସ ଘଟଣାକୁ ଅସ୍ବୀକାର କରିଥିବାବେଳେ ମେଡିକାଲ ଇନ୍‌ଚାର୍ଜ ଏହାର ତଦନ୍ତ ହେବ ବୋଲି କହିଛନ୍ତି। ସୂଚନା ମୁତାବକ ଖଡ଼ିଆଳ ବ୍ଲକ ବରଗାଁର ରାଜୁ ତାଣ୍ଡି ଓ ଅଞ୍ଜୁ ତାଣ୍ଡି ନିଜର ଦୁଇବର୍ଷର ପୁଅ ଡୁଲେଶ୍ୱରଙ୍କୁ ଜ୍ୱର ହେବାରୁ ପୂର୍ବାହ୍ନରେ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ସେମାନେ ଶିଶୁ ବିଶେଷଜ୍ଞ ଡାକ୍ତର ମହେନ୍ଦ୍ର କୁମାର ମାଝୀଙ୍କୁ ଦେଖାଇଥିଲେ। ଡାକ୍ତର ଚିଠା ଲେଖି ଇଞ୍ଜେକଶନ ଦେବା ପାଇଁ ନର୍ସଙ୍କ ପାଖକୁ ପଠାଇଥିଲେ। କାର୍ଯ୍ୟରତ ନର୍ସ ଛୁଆ ବଦଳରେ ମା’ ଅଞ୍ଜୁଙ୍କ ପେଟରେ ଇଞ୍ଜେକଶନ ଫୋଡ଼ି ଦେଇଥିଲେ। ଇଞ୍ଜେକଶନ ନେବା ପରେ ତାଙ୍କ ପେଟ ଦରଜ ହେଉଥିବା ଅଞ୍ଜୁ କହିଛନ୍ତି। ଏ ନେଇ ସମ୍ପୃକ୍ତ ନର୍ସଙ୍କୁ ପଚାରିବାରୁ ସେ ଘଟଣାକୁ ଅସ୍ବୀକାର କରିବା ସହ ଇଞ୍ଜେକଶନ ଫୋଡ଼ିବା ସମୟରେ ବାଜି ଯାଇଥିବ ବୋଲି କହିଥିଲେ। ମେଡିକାଲ ଇନଚାର୍ଜ ଡାକ୍ତର ମହେନ୍ଦ୍ର କୁମାର ମାଝୀଙ୍କୁ ପଚାରିବାରୁ ଏହାର ତଦନ୍ତ ହେବ ବୋଲି କହିବା ସହ ଅଞ୍ଜୁଙ୍କ ଚିକିତ୍ସା କରାଯାଇଛି, କୌଣସି ଅସୁବିଧା ହେବ ନାହିଁ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?