୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ। ଦୁଇ ପୁଅଙ୍କ ମୃତ୍ୟୁ ପରେ ସେ ମାନସିକ ସ୍ତରରେ ଅସୁସ୍ଥ ଥିଲେ ଏବଂ ମଝିଆ ପୁଅ ଉପେନ୍ଦ୍ର, ବୋହୂ ଉର୍ମିଳା ଓ ନାତି ବିକ୍ରମଙ୍କ ସହ ନୟାପଲ୍ଲୀରେ ରହୁଥିଲେ।

ପୁଅ ଦାଦନ ଶ୍ରମିକ ଭାବେ ମୁମ୍ବାଇ ଯାଇଥିବା ବେଳେ ଏବଂ ବୋହୂ ଗାଁକୁ ଆସିଥିବା ସମୟରେ, ଇନ୍ଦୁ କିଛି ସାମଗ୍ରୀ ଆଣିବାକୁ ବାହାରକୁ ଯାଇ ରାସ୍ତା ଭୁଲିଯାଇଥିଲେ। ନୟାପଲ୍ଲୀ ପୋଲିସ ତାଙ୍କୁ ଉଦ୍ଧାର କରି ପରିଚୟ ନ ପାଇବାରୁ ଏକ ବୃଦ୍ଧାଶ୍ରମରେ ଛାଡ଼ିଦେଇଥିଲା। ପୁଅ ଉପେନ୍ଦ୍ର ମୁମ୍ବାଇରୁ ଫେରି ବହୁ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ପାଇ ନ ଥିଲେ।

୫ ବର୍ଷ ପରେ ୧୭ ବର୍ଷୀୟ ନାତି ବିକ୍ରମ ଏକ ଘରୋଇ ଟିଭି ଚ୍ୟାନେଲର ଲାଇଭ ପ୍ରସାରଣରେ ବୃଦ୍ଧାଶ୍ରମରେ ଥିବା ଜେଜେମା’ଙ୍କୁ ଚିହ୍ନି ପାରିଥିଲେ। ଖବର ପାଇ ପରିବାର ଲୋକେ ବୃଦ୍ଧାଶ୍ରମରୁ ଇନ୍ଦୁଙ୍କୁ ଘରକୁ ଆଣିଥିଲେ। ୫ ବର୍ଷ ପରେ ମା’ଙ୍କୁ ପାଇ ପରିବାର ଓ ଗ୍ରାମବାସୀଙ୍କ ମଧ୍ୟରେ ଅପାର ଆନନ୍ଦ ଖେଳିଯାଇଛି।

ଦାରିଦ୍ର୍ୟ ମଧ୍ୟରେ ଗତି କରୁଥିବା ଏହି ଦିନମଜୁରିଆ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡକୁ ହରାଇବା ପରେ ଏହି ୩ ଖେଳାଳିଙ୍କ ଫ୍ୟାନ୍‌ ହେଲେ ଗମ୍ଭୀର, କଲେ ସ୍ପେଶାଲ ପୋଷ୍ଟ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ବିଜୟ ପରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଖେଳାଳିଙ୍କ ପ୍ରଶଂସାରେ ଏକ ସ୍ବତନ୍ତ୍ର…

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା: ସୋମବାର ଖୋଲିବନି ବ୍ୟାଙ୍କ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୫।୧୦: କାଲି ଅର୍ଥାତ ସୋମବାର, ୨୬ ଅକ୍ଟୋବରରୁ ଏକ ନୂଆ ସପ୍ତାହ ଆରମ୍ଭ ହେବାକୁ ଯାଉଛି। ଏପରି ପରିସ୍ଥିତିରେ ଯଦି ଆପଣ ଭାବୁଛନ୍ତି ଯେ କାଲି ବ୍ୟାଙ୍କ…

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଟିମ ଇଣ୍ଡିଆ: ବିଶ୍ୱରେ ସୃଷ୍ଟି କଲା ନୂଆ ରେକର୍ଡ, ଅଷ୍ଟ୍ରେଲିଆ-ଇଂଲଣ୍ଡ ପଡିଲେ ପଛରେ…

ନୂଆଦିଲ୍ଲୀ, ୨୫।୧୦: ଶନିବାର ନ୍ୟୁଜିଲାଣ୍ଡକୁ ଦ୍ୱିତୀୟ ଟି-୨୦ ମ୍ୟାଚରେ ୪ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ବ୍ୟାଟିଂରେ ତିଳକ ବର୍ମା, ନମନ ଧୀର ଓ ନୀତୀଶ କୁମାର…

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?