‘ମା’ମାନଙ୍କ ଆତ୍ମବିଶ୍ୱାସ ମିଶନଶକ୍ତିକୁ ୧ ନଂ କରାଇଛି’

ଭୁବନେଶ୍ୱର,୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନସନ୍‌ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ବଚ୍ଛ କର୍ମୀ,ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ସାଇକେଲ ପାଇଛନ୍ତି। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ବୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ଭାଗିଦାରୀ ମିଶନ ଶକ୍ତିକୁ ଏକ ସଫଳ କାର୍ଯ୍ୟକ୍ରମ କରିଛି। ମା’ମାନଙ୍କର ସଫଳତା ମୋତେ ବହୁତ ଖୁସି ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆପଣମାନଙ୍କ ଆତ୍ମବିଶ୍ୱାସ, ଆପଣମାନଙ୍କ ଉତ୍ସାହ ମିଶନଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ମିଶନ ଶକ୍ତି ମା’ମାନଙ୍କୁ ୧୦୦ କୋଟି ଟଙ୍କାର ପ୍ରୋତ୍ସାହନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି। ସମସ୍ତେ ମିଳିମିଶି ଭଲ କାମ କରି ଓଡ଼ିଶା ମା’ର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri