‘ମା’ମାନଙ୍କ ଆତ୍ମବିଶ୍ୱାସ ମିଶନଶକ୍ତିକୁ ୧ ନଂ କରାଇଛି’

ଭୁବନେଶ୍ୱର,୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନସନ୍‌ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ବଚ୍ଛ କର୍ମୀ,ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ସାଇକେଲ ପାଇଛନ୍ତି। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ବୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ଭାଗିଦାରୀ ମିଶନ ଶକ୍ତିକୁ ଏକ ସଫଳ କାର୍ଯ୍ୟକ୍ରମ କରିଛି। ମା’ମାନଙ୍କର ସଫଳତା ମୋତେ ବହୁତ ଖୁସି ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆପଣମାନଙ୍କ ଆତ୍ମବିଶ୍ୱାସ, ଆପଣମାନଙ୍କ ଉତ୍ସାହ ମିଶନଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ମିଶନ ଶକ୍ତି ମା’ମାନଙ୍କୁ ୧୦୦ କୋଟି ଟଙ୍କାର ପ୍ରୋତ୍ସାହନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି। ସମସ୍ତେ ମିଳିମିଶି ଭଲ କାମ କରି ଓଡ଼ିଶା ମା’ର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?