ଆଜି ମା’ଙ୍କ ମହାସପ୍ତମୀ ପୂଜା: ରାତି ପାହିଲେ ମହାଷ୍ଟମୀ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଶୁକ୍ରବାର ହେଉଛି ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା। ମା’ ଜଗତ୍‌ଜନନୀଙ୍କ ପୂଜା କରୋନା କଟକଣା ମଧ୍ୟରେ ବେଶ ଫିକା ପଡ଼ିଛି। ଏବର୍ଷ ଚଳଚଞ୍ଚଳ ହେଉନି ମା’ଙ୍କ ପୀଠ। ମାତ୍ର କଟକଣା ମଧ୍ୟରେ ମଣ୍ଡପରେ ପୂଜା ପାଉଛନ୍ତି ମା’ ମହିଷାମର୍ଦ୍ଦିନୀ। ବିଲ୍ବବରଣ ପରେ ମା’ଙ୍କ ସପ୍ତମୀ ପୂଜା ପରେ ଶନିବାର ମହାଷ୍ଟମୀ ପୂଜା ଅନୁଷ୍ଠିତ ହେବ। ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବାରଣ ଯୋଗୁ କେବଳ ପୂଜକ ଓ କମିଟି ସଦସ୍ୟଙ୍କୁ ନେଇ ପାଳନ ହେଉଛି ମା’ଙ୍କ ପୂଜା।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ପୂର୍ବରୁ ଚାଷୀଙ୍କୁ ସତର୍କକଲା ନିର୍ଦ୍ଦେଶାଳୟ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ତଜ୍ଜନିତ ଲଘୁଚାପ ଯୋଗୁ ଓଡ଼ିଶାର ଅଧିକାଂଶ ଜିଲାରେ ଗୁରୁବାରଠାରୁ ୧୮ତାରିଖ...

ଟିଏଫ୍‌ଏଲ୍‌ ପାଇଁ ଆସିଲା ଯନ୍ତ୍ରାଂଶ

ତାଳଚେର,୨୩ା୭(ନି.ପ୍ର.): ଅନୁଗୋଳ ଜିଲାର ତାଳଚେର ସାର କାରଖାନାଠାରେ ନିର୍ମାଣାଧୀନ ଦେଶର ପ୍ରଥମ କୋଇଲା ଗ୍ୟାସ୍‌ ଭିତ୍ତିକ ସାର କାରଖାନା ତାଳଚେର ଫର୍ଟିଲାଇଜର୍ସ ଲିମିଟେଡ୍‌ (ଟିଏଫ୍‌ଏଲ୍‌) ନିମନ୍ତେ...

ବାତ୍ୟା ଭୟ ନାହିଁ, କେବଳ ବର୍ଷିବ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆଉ ବାତ୍ୟା ଭୟ ନାହିଁ। କେବଳ ବର୍ଷିବ। ପୂର୍ବରୁ ଦଶହରା ପରେ ପରେ ରାଜ୍ୟରେ ବାତ୍ୟା ସମ୍ଭାବନା ଥିବା ନେଇ କୁହାଯାଉଥିଲା। ହେଲେ ଏବେ...

ପିଅନଙ୍କ ହତ୍ୟା ପଛରେ ପରକୀୟା ପ୍ରୀତି

କେନ୍ଦୁଝର,୫।୧୨(ସ୍ବ.ପ୍ର.): କେନ୍ଦୁଝର ପଣ୍ଡାପଡା ଥାନା ଅନ୍ତର୍ଗତ ବଡକମଣ୍ଡରା ଗ୍ରାମରେ ସ୍କୁଲ ପିଅନ ନିରଞ୍ଜନ ନାଏକଙ୍କ ମୃତଦେହ ଶନିବାର ଏକ କୂଅରୁ ମିଳିଥିଲା। ତାଙ୍କୁ ହତ୍ୟା କରି...

ବଜ୍ରପାତରେ ଜଣେ ମୃତ, ସରକାରୀ ସହାୟତା ଦାବି

ଗୋପ,୨୦।୬(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅନ୍ତର୍ଗତ ବନ୍ତଳିଗ୍ରାମର ଜଣେ ବ୍ୟକ୍ତିଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଗୋପାଳ ସେନାପତି(୪୫)। ପୂର୍ବାହ୍ନରେ...

ସ୍ମାର୍ଟ ଫେରିବାଲା: ସୁଟ୍‌ ବୁଟ୍‌ ପିନ୍ଧା ବହି ବିକାଳି ଗିରଫ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ...

୩ କମ୍ପାନୀର ୨ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର, ୧୨।୬(ବ୍ୟୁରୋ):  ଗ୍ରାହକଙ୍କୁ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଆଦାୟ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ...

ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବାରେ ଓଏଏସ୍‌ ଅଧିକାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ହେଉଛି ରାଜ୍ୟ ପ୍ରଶାସନର ମୁଖ୍ୟ ଅଂଶ। ବ୍ଲକ ଏବଂ ତହସିଲଗୁଡ଼ିକରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା କ୍ଷେତ୍ରରେ...

Advertisement
Archives

Model This Week