Posted inଫୁରସତ

ମା’ଙ୍କ ସୁରକ୍ଷା ଅପରିହାର୍ଯ୍ୟ

ପରିବାରର ମେରୁଦଣ୍ଡ ହେଉଛନ୍ତି ମା’। ତାଙ୍କ ଉପରେ ସମସ୍ତ ବୋଝ ପଡ଼ିଥାଏ। ମା’ ସୁସ୍ଥ ରହିଲେ ପରିବାର ସୁଖୀ ହୋଇଥାଏ। ମା’ଙ୍କ ଉତ୍ତମ ସ୍ବାସ୍ଥ୍ୟ ପାଇଁ ସୁରକ୍ଷିତ ପ୍ରଜନନ ବ୍ୟବସ୍ଥା ଜରୁରୀ। ଏ କ୍ଷେତ୍ରରେ ଗର୍ଭ ନିରୋଧକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।
ତେଣୁ ମହିଳା ଅଧିକାର ଏବଂ ସେମାନଙ୍କର ପ୍ରଜନନ ସ୍ବାସ୍ଥ୍ୟ ପାଇଁ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ସେପ୍ଟେମ୍ବର ୨୬ରେ ବିଶ୍ୱ ଗର୍ଭ ନିରୋଧକ ଦିବସ ପାଳନ କରାଯାଇଥାଏ।
ଜାତିସଂଘ ଅନୁସାରେ ପ୍ରତ୍ୟେକ ମହିଳା ଏବଂ କିଶୋରୀଙ୍କର ଗର୍ଭନିରୋଧକ ତଥା ପରିବାର ଯୋଜନା ସେବା, ସୂଚନା ଏବଂ ଶିକ୍ଷା ପାଇବାକୁ ଅଧିକାର ରହିଛି। ଅନ୍ତର୍ଜାତୀୟ ମାନବିକ ଅଧିକାର ଆଇନ ଅନୁଯାୟୀ, ଯୌନ ତଥା ପ୍ରଜନନ ସ୍ବାସ୍ଥ୍ୟ ସେବାକୁ ନିଶ୍ଚିତ କରିବା ଜରୁରୀ।
ଏହି ଦିବସର ପାଳନ ୨୦୦୭ରେ ଆରମ୍ଭ କରାଯାଇଥିଲା। ଏହାର ଉଦ୍ଦେଶ୍ୟ ହେଉଛି ଗର୍ଭ ନିରୋଧକ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଯୁବବର୍ଗମାନଙ୍କୁ ସେମାନଙ୍କର ଯୌନ ଏବଂ ପ୍ରଜନନ ସ୍ବାସ୍ଥ୍ୟ ଉପରେ ଶିକ୍ଷା ପ୍ରଦାନ କରିବା।
ବିଗତ ଦଶନ୍ଧି ମଧ୍ୟରେ ପରିବାର ଯୋଜନା ବିସ୍ତାର କରିବାରେ ବହୁତ ଅଗ୍ରଗତି ସତ୍ତ୍ୱେ ଗର୍ଭ ନିରୋଧକ ଔଷଧର ପ୍ରବେଶ ଏ ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri