ଟ୍ରୁଡୋଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଓଟାଓ୍ବା, ୨୬।୯:କାନାଡା ପାର୍ଲାମେଣ୍ଟରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ବିରୋଧରେ ମୁଖ୍ୟ ବିରୋଧୀ ଦଳ କଞ୍ଜରଭେଟିଭ ପାର୍ଟି ଅଫ୍‌ କାନାଡାର ନେତା ପିୟରେ ପୋଲେଭ୍ରେ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି। ଫଳରେ ବୁଧବାର କାନାଡା ପାର୍ଲାମେଣ୍ଟରେ ବିଭିନ୍ନ ପ୍ରସଙ୍ଗରେ ବିତର୍କ କରାଯାଇଛି। ଏହାପରେ ଭୋଟିଂ ଅନୁଷ୍ଠିତ ହେବ। ଚଳିତ ମାସ ପ୍ରଥମ ସପ୍ତାହରେ ନ୍ୟୁ ଡେମୋକ୍ରାଟିକ୍‌ ପାର୍ଟି ଟ୍ରୁଡୋ ସରକାରଙ୍କଠାରୁ ସମର୍ଥନ ପ୍ରତ୍ୟାହାର କରିଥିଲା। ଫଳରେ ଟ୍ରୁଡୋ ସରକାର ଅଳ୍ପମତକୁ ଆସିଥିଲା। ବିତର୍କ ସମୟରେ ପୋଲେଭ୍ରେ ଗୃହ ସଙ୍କଟ, ଅପରାଧ ନିୟନ୍ତ୍ରଣରେ ବିଫଳତା, ଜାତୀୟ ଋଣ ଦ୍ୱିଗୁଣିତ ହେବା ଆଦିକୁ ପ୍ରସଙ୍ଗ କରି ଟ୍ରୁଡୋଙ୍କୁ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri