ଯାଜପୁର: ବାଇକ ଓ ଟ୍ୟାଙ୍କର ଧକ୍କାରେ ୨ ମୃତ, ଗର୍ଭବତୀ ଗୁରୁତର

ଯାଜପୁର,୯।୧୧: ଯାଜପୁର ସଦର ଥାନା ବରୁହାଁ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ ଓ ଟ୍ୟାଙ୍କର ଧକ୍କାରେ ୨ ମୃତ୍ୟୁ ବରଣ କରିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗର୍ଭବତୀଙ୍କୁ ବାଇକରେ ମେଡିକାଲ ନେଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଏଥିରେ ବାଇକ ଚଳାଉଥିବା ଯୁବକ ଓ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ଗର୍ଭବତୀ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମୃତାହତ ହୋଇଥିବା ତିନି ଜଣ ସ୍ଥାନୀୟ ସାନ ବରୁହାଁ ଗାଁର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri