ଭୁବନେଶ୍ୱର,୪।୭: ମୋଟୋରୋଲାର ନୂତନ ଉତ୍ପାଦ ରେଜର୍ ୪୦ ଅଲଟ୍ରା ଏବଂ ରେଜର୍ ୪୦’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ମୋଟୋରୋଲା ଏସିଆ ପ୍ୟାସିଫିକର ଏକଜିକ୍ୟୁଟିଭ ଡାଇରେକ୍ଟର ପ୍ରଶାନ୍ତ ମଣି କହିଛନ୍ତି, ପ୍ରଯୁକ୍ତି ଓ ନବସୃଜନ କ୍ଷେତ୍ରରେ ମୋଟୋରୋଲା ଅଗ୍ରଭାଗରେ ରହିଛି। ଏପରିକି ବଜାରକୁ ସମ୍ପୂର୍ଣ୍ଣ ଭିନ୍ନ କିଛି ଆଣିବା ଏବଂ ପ୍ରତ୍ୟେକ ଉପତ୍ାଦ ସହିତ ଗୁଣମାନରେ ବୃଦ୍ଧି ଘଟାଇବାକୁ ପାରଦର୍ଶୀ ରେଜର ପରିବାର ସହିତ ଦୁଇଟି ରେଜର ୪୦ ଅଲଟ୍ରା ଏବଂ ରେଜର ୪୦ ଫୋଲଡ କରି ହେବା ଭଳି ସ୍ମାର୍ଟଫୋନର ଭବିଷ୍ୟତକୁ ଏକ ନିର୍ଦ୍ଦିଷ୍ଟ ରୂପରେଖ ପ୍ରଦାନ କରିବ ଏବଂ ଆମର ବହୁମୂଲ୍ୟ ଗ୍ରାହକଙ୍କ ଆଶା ଆକାଂକ୍ଷାଠାରୁ ଯଥେଷ୍ଟ ଅଧିକ କିଛି ଯୋଗାଇଦେବ। ଅପରପକ୍ଷରେ ବଲିଉଡ ଅଭିନେତ୍ରୀ କୀର୍ତ୍ତି ସାନନଙ୍କୁ ମଧ୍ୟ ବ୍ରାଣ୍ଡ୍ର ବ୍ରାଣ୍ଡ୍ ଆମ୍ବାସାଡର ଭାବେ ଘୋଷଣା କରାଯାଇଛି।
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର
ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?
ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...
Archives


