ଭୁବନେଶ୍ୱର,୪।୭: ମୋଟୋରୋଲାର ନୂତନ ଉତ୍ପାଦ ରେଜର୍ ୪୦ ଅଲଟ୍ରା ଏବଂ ରେଜର୍ ୪୦’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ମୋଟୋରୋଲା ଏସିଆ ପ୍ୟାସିଫିକର ଏକଜିକ୍ୟୁଟିଭ ଡାଇରେକ୍ଟର ପ୍ରଶାନ୍ତ ମଣି କହିଛନ୍ତି, ପ୍ରଯୁକ୍ତି ଓ ନବସୃଜନ କ୍ଷେତ୍ରରେ ମୋଟୋରୋଲା ଅଗ୍ରଭାଗରେ ରହିଛି। ଏପରିକି ବଜାରକୁ ସମ୍ପୂର୍ଣ୍ଣ ଭିନ୍ନ କିଛି ଆଣିବା ଏବଂ ପ୍ରତ୍ୟେକ ଉପତ୍ାଦ ସହିତ ଗୁଣମାନରେ ବୃଦ୍ଧି ଘଟାଇବାକୁ ପାରଦର୍ଶୀ ରେଜର ପରିବାର ସହିତ ଦୁଇଟି ରେଜର ୪୦ ଅଲଟ୍ରା ଏବଂ ରେଜର ୪୦ ଫୋଲଡ କରି ହେବା ଭଳି ସ୍ମାର୍ଟଫୋନର ଭବିଷ୍ୟତକୁ ଏକ ନିର୍ଦ୍ଦିଷ୍ଟ ରୂପରେଖ ପ୍ରଦାନ କରିବ ଏବଂ ଆମର ବହୁମୂଲ୍ୟ ଗ୍ରାହକଙ୍କ ଆଶା ଆକାଂକ୍ଷାଠାରୁ ଯଥେଷ୍ଟ ଅଧିକ କିଛି ଯୋଗାଇଦେବ। ଅପରପକ୍ଷରେ ବଲିଉଡ ଅଭିନେତ୍ରୀ କୀର୍ତ୍ତି ସାନନଙ୍କୁ ମଧ୍ୟ ବ୍ରାଣ୍ଡ୍ର ବ୍ରାଣ୍ଡ୍ ଆମ୍ବାସାଡର ଭାବେ ଘୋଷଣା କରାଯାଇଛି।
ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ
କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…
ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର
ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…
ଇଲେକ୍ଟ୍ରିକ୍ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…
ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…
ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…
ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…
ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…
ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…
ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….
ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…
ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର
ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…
ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ
ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…
Archives

