ଏଚ୍‌ପିସିଏଲ୍‌ ସହ ଏଚ୍‌ସିଆଇଏଲ୍‌ର ବୁଝାମଣା

ଭୁବନେଶ୍ୱର,୧।୯:ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ଏଚ୍‌ପିସିଏଲ୍‌) ସହ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଉଭୟ କମ୍ପାନୀର କାରବାର ଓ ତୈଳ ସୁବିଧା (ଫୁଏଲ ରିଓ୍ବାର୍ଡ ଲୟାଲିଟି ପ୍ରୋଗ୍ରାମ) ହୋଣ୍ଡାର କନେକ୍ଟ ଆପ୍ଲିକେଶନ ବ୍ୟବହାରକାରୀଙ୍କୁ ଯୋଗାଇ ଦେବାକୁ ଉକ୍ତ ବୁଝାମଣା ହୋଇଥିବା କୁହାଯାଇଛି। ଏ ସମ୍ପର୍କରେ ହୋଣ୍ଡା କାର୍‌ସ ଇଣ୍ଡିଆର ନିର୍ଦ୍ଦେଶକ (ବିକ୍ରି ଏବଂ ବିପଣନ) ୟୁଚୁଚି ମୁରାତା କହିଛନ୍ତି, ଆମେ ସର୍ବଦା ଗ୍ରାହକକେନ୍ଦ୍ରିକ ସେବା ଓ ସୁବିଧା ଗ୍ରାହକମାନଙ୍କୁ ଯୋଗାଇଦେବାକୁ ଚେଷ୍ଟା କରିଥାଉ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri