ଓୟୁଏଟି ଓ ଆଇଆଇଟି ଦିଲ୍ଲୀ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): କୃଷି ଓ ଆନୁସଙ୍ଗିକ କ୍ଷେତ୍ରରେ ଶିକ୍ଷା ଓ ଗବେଷଣାକୁ ସୁଦୃଢ଼ କରିବା ନିମନ୍ତେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ଏବଂ ଆଇଆଇଟି ଦିଲ୍ଲୀ ମଧ୍ୟରେ ଗୁରୁବାର ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଏହି ଏମ୍‌ଓୟୁ ଦ୍ୱାରା କୃଷି କ୍ଷେତ୍ରରେ ସେନ୍‌ସର ବ୍ୟବହାର, ପ୍ରିସିସିଅନ ଫାର୍ମ, ଜିଓସ୍ପାସିଆଲ ଜ୍ଞାନକୌଶଳ ବ୍ୟବହାର, ନାନୋ ଟେକ୍ନୋଲୋଜି ଏବଂ ଜୈବ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ ଆଦି ଅତ୍ୟାଧୁନିକ ଜ୍ଞାନ କୌଶଳ ବିଷୟରେ ଉଚ୍ଚତର ଗବେଷଣା କରିବା ସୁବିଧାଜନକ ହୋଇପାରିବ। ବିଶେଷକରି ବିଶ୍ୱ ବିଦ୍ୟାଳୟର ଛାତ୍ରୀଛାତ୍ର ଏବଂ ବୈଜ୍ଞାନିକମାନେ ଆଇଆଇଟି ଦିଲ୍ଲୀଠାରେ ଥିବା ଗବେଷଣାଗାରରେ କାର୍ଯ୍ୟ କରିବା ପାଇଁ ସୁଯୋଗ ପାଇବେ। ଏଥିସହିତ ଗ୍ରାମାଞ୍ଚଳର କୃଷକମାନଙ୍କ ସମସ୍ୟା ସମାଧାନ ନିମନ୍ତେ ଆଇଆଇଟି ଦିଲ୍ଲୀର ବୈଜ୍ଞାନିକମାନେ ମଧ୍ୟ ଓୟୁଏଟି ସହିତ କାର୍ଯ୍ୟ କରିପାରିବେ। ଏହି ବୁଝାମଣା ପତ୍ରରେ ଓୟୁଏଟି ପକ୍ଷରୁ କୁଳପତି ଡ. ପୱନ କୁମାର ଅଗ୍ରୱାଲ ସ୍ବାକ୍ଷର କରିଥିବାବେଳେ ଆଇଆଇଟି ଦିଲ୍ଲୀ ତରଫରୁ ଏହାର ନିର୍ଦ୍ଦେଶକ ଡ. ଭି. ରାମ ଗୋପାଳ ରାଓ ସ୍ବାକ୍ଷର କରିଛନ୍ତି। କୃଷି ଗବେଷଣା ଓ ଶିକ୍ଷାଦାନ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି ହେବା ସହିତ କୃଷକଙ୍କ ଅନେକ ସମସ୍ୟା ସମାଧାନ କ୍ଷେତ୍ରରେ ଏହି ବୁଝାମଣା ସହାୟକ ହୋଇପାରିବ ବୋଳି କୁଳପତି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

୧୫ IPS ଅଫିସରଙ୍କୁ ଦିଆଗଲା ୧୭ ଜିଲା ନିରୀକ୍ଷଣ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲାରେ କିଏ…

ଭୁବନେଶ୍ୱର, ୧୦।୬: ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଫିଫା ଜାରିକଲା କଡ଼ା ନୂଆ ନିୟମାବଳୀ,ଜାଣନ୍ତୁ…

ଓ୍ବାଶିଂଟନ୍‌,୧୦।୬: ଆମେରିକାସରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣ ଲାଗି ଖେଳାଳିଙ୍କୁ କଡ଼ା ଶୃଙ୍ଖଳା ମଧ୍ୟରେ ରହିବାକୁ ପଡ଼ିବ। ସମୟ ନଷ୍ଟ ଓ ଇଞ୍ଜୁରି ବାହାନା…

ଏକ୍ସପାୟାରୀ ମେଡିସିନ ଖାଇ ଆଶାକର୍ମୀଙ୍କ ଝିଅଙ୍କ ମୃତ୍ୟୁ ଅଭିଯୋଗ, ANM ସେଣ୍ଟରରୁ ଯାଇ ଆଣିଥିଲେ ମେଡିସିନ

କେନ୍ଦୁଝର,୧୦।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ସିଂପୁର ପଞ୍ଚାୟତ ତଳବରଡ଼ା ଗ୍ରାମରେ ଏକ୍ସପାୟାରୀ ମେଡିସିନ ଖାଇ ଜଣେ ଆଶାକର୍ମୀଙ୍କ ଝିଅ ମୃତ…

ଗୁହାଳ ଭିତରକୁ ଟାଣିନେଇ ବିବାହିତା ମହିଳାଙ୍କୁ ବଳାତ୍କାର କଲେ ଯୁବକ, ତା’ପରେ…

ହିଞ୍ଜିଳିକାଟୁ, ୧୦।୬( ଦ୍ବିତୀକୃଷ୍ଣ ପଣ୍ଡା) : ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ଗାଈ ଗୁହାଳକୁ ଟାଣି ନେଇ ବଳତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri