ବିବାହ ବନ୍ଧନରେ ଆବଦ୍ଧ ହେଲେ ମୌନୀ

ବଲିଉଡ୍‌ ଅଭିନେତ୍ରୀ ମୌନୀ ରୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ପ୍ରେମିକ ସୁରଜ ନାମ୍ବିଆର୍‌ଙ୍କୁ ବିବାହ କରିଛନ୍ତି। ବିବାହର ପ୍ରଥମ ଫଟୋ ଭାଇରାଲ ହୋଇଛି। ଦୁହେଁ ଗୋଆରେ ମାଲାୟାଲୀ ଏବଂ ବଙ୍ଗାଳୀ ରୀତିନୀତି ସହିତ ସାତ ଫେରା ନେଇଥିଲେ। ମୌନିଙ୍କ ବିବାହରେ କେବଳ ପରିବାର ସଦସ୍ୟ ଏବଂ କିଛି ବିଶେଷ ବନ୍ଧୁ ଯୋଗ ଦେଇଥିଲେ ବିବାହ ଦିନ ମୌନୀ ଏକ ପାରମ୍ପରିକ ଶାଢିରେ ବହୁତ ସୁନ୍ଦର ଦେଖାଯାଉଥିଲେ। ଗୋଟିଏ ଦିନ ପୂର୍ବରୁ ମୌନିଙ୍କ ମେହେନ୍ଦି ଏବଂ ହଳଦୀ ସମାରୋହ ଅନୁଷ୍ଠିତ ହୋଇଥିଲା।
ମୌନି ଇଣ୍ଡଷ୍ଟ୍ରିର ଏକ ଜଣାଶୁଣା ଅଭିନେତ୍ରୀ ହୋଇଥିବାବେଳେ ସୁରଜ ଏସବୁଠାରୁ ଦୂରରେ ଏକ ବ୍ୟାଙ୍କର୍‌। କରୋନା ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ମୌନୀ ଏବଂ ସୁରଜଙ୍କ ବିବାହରେ କେବଳ ୧୦୦ ଲୋକ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଲିଉଡ୍‌ରେ ନିଜ ଟ୍ୟାଲେଣ୍ଟ ଦେଖାଇବେ ହ୍ରିତିକ୍‌

ବଲିଉଡ୍‌ର ଦେଶି ଗାର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ପରେ ଏବେ ହ୍ରିତିକ୍‌ ରୋଶନ ହଲିଉଡ୍‌ରେ ନିଜ ଟ୍ୟାଲେଣ୍ଟ୍‌ ଦେଖାଇବାକୁ ଯାଉଛନ୍ତି। ଏକ ରିପୋର୍ଟ ଅନୁସାରେ ହ୍ରିତିକ୍‌ ହଲିଉଡ୍‌ର...

ଝିଅ ସାରାଙ୍କୁ ସାହାଯ୍ୟ କରିବାକୁ ମନା କଲେ ଶୈଫ

ମୁମ୍ବାଇ: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡିତ ଡ୍ରଗ୍ସ ମାମଲାରେ ଏନ୍‌ସିବି ପାଖାପାଖି ୨୦ ଜଣଙ୍କୁ ନିଜ କଷ୍ଟୋଡିକୁ ନେଇ...

ବିବାହକୁ ନେଇ ଉତ୍ସାହିତ ଅଛନ୍ତି ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ଏବେ ବିବାହକୁ ନେଇ ସେଲିବ୍ରିଟି ମାନେ ଚର୍ଚ୍ଚାରେ ରହୁଛନ୍ତି। ସବୁଠି ଏବେ ବିବାହର ମାହୋଲ ଦେଖିବାକୁ ମିଳୁଛି । ଏହାରି ମଧ୍ୟ...

ରାଗିଲେ ହେମା

ମୁମ୍ବାଇ,୧୮।୪: କରୋନା ଭାଇରସକୁ ନେଇ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ କରୋନାକୁ ହରାଇବାକୁ ଅନେକ ଲୋକ ସେମାନଙ୍କ ଜୀବନକୁ ବାଜି ଲଗାଇ ଦେଇଛନ୍ତି...

ଟ୍ରୋଲ ହେଲେ ରଣବୀର

ରଣବୀର କପୁର ସୋସିଆଲ ମିଡିଆରେ ଏବେ ଟ୍ରୋଲ ହୋଇଛନ୍ତି। କାରଣ ବାରଣସୀରେ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ଶୁଟିଂ ସମୟରେ ଜଣେ ଫ୍ୟାନ୍‌ ତାଙ୍କୁ ଦେଖା କରିବାକୁ ଯାଇଥିଲେ।...

ବିରାଟଙ୍କ ଫଟୋ ଶେୟାର କରି ଅନୁଷ୍କା ଲେଖିଲେ ଏମିତି

ମୁମ୍ବାଇ: ଆଜି ଅର୍ଥାତ୍‌ ନଭେମ୍ବର ୪ରେ ହେଉଛି ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଜନ୍ମଦିନ।...

ଏହି ମହିଳାଙ୍କୁ ଦେଖା କରିବାକୁ ପାଗଳ ସଲମାନ୍‌

ବଲିଉଡ୍‌ର ସୁପରଷ୍ଟାର ସଲମାନ୍‌ ଖାନ୍‌ ନିକଟରେ ୫୫ତମ ଜନ୍ମଦିନ ପାଳନ କରିଥିଲେ। ତେବେ ଫିଲ୍ମ ଶୁଟିଂରେ ବ୍ୟସ୍ତ ଥିବାରୁ ଚଳିତ ବର୍ଷ ସେ ଧୂମ୍‌ ଧାମରେ...

ଏହି ଫିଲ୍ମ ରିଲିଜ୍‌ ପରେ ୩୦ ହଜାର ଯୁବତୀ ହ୍ରିତିକ୍‌ଙ୍କୁ ଦେଇଥିଲେ ବିବାହ ପ୍ରସ୍ତାବ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଲୋକପ୍ରିୟତା ବେଶ୍‌ ଅଧିକ। ସେ ବକ୍ସ ଅଫିସରେ ବ୍ଲକବଷ୍ଟର ଚଳଚ୍ଚିତ୍ରରେ ନଜର ଆସିଛନ୍ତି। ହ୍ରିତିକଙ୍କ ଫିଟନେସ ଦେଖି ହଜାର ହଜାର...

Advertisement
Archives

Model This Week