ଏଇ ମାସରେ ବଧୂ ସାଜିବେ ମୌନୀ

ବମ୍ବେ: ବାଜିବ ସାହାନାଇ। ଚଳିତ ମାସରେ ହାତକୁ ଦୁଇ ହାତ ହେବେ ଟେଲି ପରଦାର ସୁନ୍ଦରୀ ନାଗୁଣୀ ତଥା ଅଭିନେତ୍ରୀ ମୌନୀ ରୟ। ଦୀର୍ଘଦିନ ଧରି ପ୍ରେମଜୀବନକୁ ନେଇ ଚର୍ଚ୍ଚାରେ ଥିଲେ ସେ। ହେଲେ ଏବେ ସବୁକିଛିରେ ପୂର୍ଣ୍ଣଚ୍ଛେଦ ପକାଇ ସେ ପ୍ରେମିତ ତଥା ଦୁବାଇର ବ୍ୟବସାୟୀ ସୁରଜ ନାମ୍ବିୟାରଙ୍କୁ ବିବାହ କରିବାକୁ ଯାଉଛନ୍ତି।

ବିବାହକୁ କିଛି ଦିନ ଥିବା ବେଳେ ପ୍ରସ୍ତୁତି ଜୋରଦାର ଚାଲିଛି। ଗୋଆର ଏକ ହୋଟେଲରେ ଜାନୁୟାରୀ ୨୭ରେ ଏହା ଅନୁଷ୍ଠିତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ପ୍ରି-ଓ୍ବେଡିଂ ଉତ୍ସବ ହେବ। ଏହି ବିବାହରେ ଅଭିନେତ୍ରୀଙ୍କ ପ୍ରିୟ ବନ୍ଧୁ ଏବଂ ପରିବାରଲୋକେ ସାମିଲ ହେବେ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କଟକଣା ଭିତରେ ଏହା ଅନୁଷ୍ଠିତ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାନୁ ମଣ୍ଡଳଙ୍କ ପରେ ଏବେ ଭାଇରାଲ ହେଉଛି ଜଣେ ଟ୍ରକ ଡ୍ରାଇଭରଙ୍କ ଭିଡିଓ

ମୁମ୍ବାଇ: ସୋସିଆଲ ମିଡିଆରେ ଅଧିକାଂଶ ସମୟରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ । ଏବେ ଏମିତି କିଛି ଭିଡିଓ ଭାଇରାଲ ହେଉଛି ଯାହା...

ବଲିଉଡ୍‌ ପୂର୍ବରୁ ଏହି ଅଭିନେତ୍ରୀମାନେ ସାଉଥ୍‌ ପିଲ୍ମରୁ ଆରମ୍ଭ କରିଥିଲେ ନିଜର କ୍ୟାରିୟର

ମୁମ୍ବାଇ: ବଲିଉଡର ଏକ ନମ୍ବର ଅଭିନେତ୍ରୀଙ୍କ ମଧ୍ୟରେ ଦୀପିକା ପାଦୁକୋନ, ପ୍ରିୟଙ୍କା ଚୋପ୍ରା ଓ ଐଶ୍ୱର୍ଯ୍ୟା ରାୟଙ୍କୁ ଗଣାଯାଏ। ସେମାନେ ବଲିଉଡ୍‌ରେ ଏକାଧିକ ହିଟ୍‌ ଫିଲ୍ମରେ...

ଦୀର୍ଘଦିନର ବ୍ୟବଧାନ ପରେ କାମକୁ ଫେରିଲେ ଐଶ୍ୱର୍ଯ୍ୟା

ଅଭିନେତ୍ରୀ ତଥା ନିର୍ଦ୍ଦେଶକ ଐଶ୍ୱର୍ଯ୍ୟା ରଜନୀକାନ୍ତ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ସେ ଧନୁଷଙ୍କ ସହ ବିବାହ ବିଚ୍ଛେଦକୁ...

‘ଅମ୍ପନ’ ପ୍ରଭାବିତଙ୍କୁ ସହାୟତା କଲେ ଶାହରୁଖ ଖାନ୍‌

ବାତ୍ୟା ‘ଅମ୍ଫନ’ରେ ପ୍ରଭାବିତଙ୍କୁ ସାହାଯ୍ୟ କରିବା ପାଇଁ ମଧ୍ୟ ଆଗେଇ ଆସିଛନ୍ତି ଅଭିନେତା ଶାହାରୁଖ ଖାନ। ଆଇପିଏଲ କ୍ରିକେଟ ଟିମ କୋଲକାତା ନାଇଟ ରାଇଡର୍ସର ଟୁଇଟର୍‌...

ଟୟଲେଟ ମଗରେ ଚା’ ପିଉଥିଲେ ସଲମାନ୍‌ ଖାନ୍‌

ବଲିଉଡ୍‌ର ଚୁଲବୁଲ ପାଣ୍ଡେ ସଲମାନ୍‌ ଖାନ୍‌ଙ୍କ ଜନ୍ମଦିନ ପାଖେଇ ଆସିଲାଣି। ୨୭ ଡିସେମ୍ବରରେ ସେ ୫୫ ବର୍ଷର ହୋଇଯିବେ। କିନ୍ତୁ ଚଳିତ ବର୍ଷ ସେ ନିଜର...

ମାତ୍ର ପାଞ୍ଚ ଜଣ ବରଯାତ୍ରୀ

ବଲିଉଡ୍‌ର ଲୋକପ୍ରିୟ ଅଭିନେତାଙ୍କ ମଧ୍ୟରେ ଅମିତାଭ ବଚ୍ଚନଙ୍କ ସ୍ଥାନ କେଉଁଠି ତାହା କହିବା ବାହୁଲ୍ୟ। ଦିନ ଥିଲା, ସିନେମାଟିଏ ପାଇବାକୁ ତାଙ୍କୁ ବେଶ୍‌ ପରିଶ୍ରମ କରିବାକୁ...

ଫଟୋଗ୍ରାଫରଙ୍କୁ ଦେଖି ବିରକ୍ତ ହେଲେ ତୈମୁର: ରାଗରେ କହିଲେ ଏମିତି…

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଏବଂ ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୁଅ ତୈମୁରଙ୍କର ଅନେକ ପ୍ରଶଂସକ ରହିଛନ୍ତି। ତୈମୁରଙ୍କର ଗୋଟିଏ ଲୁକ୍‌ ପାଇଁ ଫଟୋଗ୍ରାଫରମାନେ ତାଙ୍କ...

ଏହି ବିଗ୍‌ବସ୍‌ ପ୍ରତିଯୋଗୀଙ୍କୁ ମିଳୁଛି ‘ଏସିଡ୍‌ ଆଟାକ୍‌’ ଧମକ, କହିଲେ…

ବମ୍ବେ: ବିଗ୍‌ବସ୍‌-୧୩ର ଚର୍ଚ୍ଚିତ ପ୍ରତିଯୋଗୀ ଶେହନାଜ ଗିଲ ହେଉଛନ୍ତି ସୋସିଆଲ ମିଡିଆ କୁଇନ୍‌। ହେଲେ ସମସ୍ତଙ୍କ ଭଳି ତାଙ୍କୁ ଟ୍ରୋଲ କରାଯାଇଥାଏ। ବେଳେବେଳେ ଅନେକ ତାଙ୍କୁ...

Advertisement
Archives

Model This Week