ହାତକୁ ଦୁଇ ହାତ ହେବେ ଏହି ସୁନ୍ଦରୀ ନାଗିନ୍‌; ଦୁବାଇର ବ୍ୟବସାୟୀଙ୍କ…

ବମ୍ବେ: ବିବାହ କରିବାକୁ ଯାଉଛନ୍ତି ଟେଲି ପରଦାର ସୁନ୍ଦରୀ ନାଗିନ୍‌ ମୌନି ରୟ। କଥିତ ପ୍ରେମିକ ତଥା ଦୁବାଇର ବ୍ୟବସାୟୀ ସୁରଜ ନାମ୍ବିଆର୍‌ଙ୍କ ହାତ ଧରିବେ ସେ। ୨୦୨୨ରେ ଏହି ବିବାହ ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ମୌନିଙ୍କ ଭାଇ ବିଦ୍ୟୁତ ରୟ ଖୁଲାସା କରିଛନ୍ତି।

ଟେଲିଭିଜନ ସାଙ୍ଗକୁ ବଲିଉଡ୍‌ରେ କାମ କରିଥିବା ମୌନି ଏକରୁ ବଳି ଆରେକ ଶୋ’ରେ ନଜର ଆସିଛନ୍ତି। ସବୁଥିରୁ ବେଶି ଲୋକପ୍ରିୟ ଥିଲା ‘ଦେବୋ କେ ଦେବ: ମହାଦେବ ଏବଂ ନାଗିନ’। ଏହାଛଡ଼ା ସେ ଅକ୍ଷୟ କୁମାରଙ୍କ ସହ ବଲିଉଡ୍‌ରେ କାମ ମଧ୍ୟ କରିଛନ୍ତି।

କିଛି ମାସ ପୂର୍ବରୁ ମୌନିଙ୍କ ମା’ ସୁରଜଙ୍କ ମା’ବାପାଙ୍କୁ ଭେଟିଥିଲେ। ମନ୍ଦିରା ବେଦୀଙ୍କ ଘରେ ଏହି ଭେଟଘାଟ ହୋଇଥିଲା। ମୌନିଙ୍କ ଭାଇ ବି ସେଠାରେ ଉପସ୍ଥିତ ଥିଲେ। ଏହି ସମୟରେ ବିବାହ କଥା ଉଠିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri