Posted inରାଜ୍ୟ

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର ଭାଇ। ଘର ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନିମାତ୍‌ପୁର ଗାଁରେ। ଖେଳକୁଦ ବୟସରେ ମୁଣ୍ଡରେ ଏବେ କୁନି ଭାଇର ଦାୟିତ୍ୱ। ଦୁଇ ପିଲାଙ୍କ ଭବିଷ୍ୟତ ନେଇ ସ୍ଥାନୀୟ ବାସିନ୍ଦା ଏବେ ଚିନ୍ତାରେ।

କରୋନାରେ କମଳେଶ ପଣ୍ଡା (୩୬) ଓ ତାଙ୍କ ସ୍ତ୍ରୀ ସ୍ମିତା (୨୮)ଙ୍କ ଅକାଳ ମୃତ୍ୟୁ ଘଟିଛି। ଏବେ ସେମାନଙ୍କୁ ଏବେ ଝୁରି ହେଉଛନ୍ତି କ୍ରିଷ୍ଣା। ଅନ୍ୟକୁ ଦେଖିଲେ କ୍ରିଷ୍ଣା ଆଖି ଛଳ ଛଳ କରି ଲୁହ ଗଡାଉଛି। ଦେଢ଼ମାସର ଭାଇ କ୍ଷୀର ପାଇଁ କାନ୍ଦୁଥିବା ବେଳେ ଭଉଣୀ ବଡ଼ମା’ ଓ ବଡ଼ବାପାଙ୍କଠାରୁ ଗାଈ କ୍ଷୀର ଆଣି ଖୁଆଉଛି। ବଡ଼ମା’ ଓ ବଡ଼ବାପାଙ୍କ ପାଖରେ ରହୁଥିଲେ ମଧ୍ୟ ମା’ବାପାଙ୍କ କଥା ମନେ ପକାଇ କାନ୍ଦୁଛି। ବଡ଼ମା’ ଓ ବଡ଼ବାପା ଅଭାବ ଅନାଟନ ମଧ୍ୟରେ ଦିନ କାଟୁଥିବା ବେଳେ କ୍ରିଷ୍ଣା ଚାହୁଁଛି ପାଠ ପଢ଼ିବାକୁ। ନିଜେ ପାଠ ପଢ଼ି ଭାଇକୁ ପଢ଼ାଇବ ବୋଲି ସେ କାନ୍ଦି କାନ୍ଦି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶକୁ ବେଖାାତିର: ସ୍କୁଲ ବ୍ୟାଗ୍‌ର ଓଜନ କମିଲାନି

ବଡବିଲ, ୧୧।୯(ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବ୍ୟାଗର ଓଜନ କମାଇବାକୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ ହେଉ ନ ଥିବା ଅଭିଯୋଗ...

ଏସ୍‌ସିବି ଅଧୀକ୍ଷକଙ୍କ ଷ୍ଟେନୋ କୋଟିପତି: ଠାବହେଲା ୧ କୋଟି ୩ ଲକ୍ଷ ୬୪ ହଜାର ୮୮୦ ଟଙ୍କାର ସମ୍ପତ୍ତି

କଟକ ଅଫିସ, ୫ା୧୨: ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କ ଷ୍ଟେନୋ ପ୍ରମୋଦ କୁମାର ବସନ୍ତରାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। କଟକ ସ୍ବତନ୍ତ୍ର...

ପୁରୀକୁ ବସ୍‌, ଯାତ୍ରୀବାହୀ ଟ୍ରେନ୍‌ ସେବା ବାତିଲ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍‌ଡାଉନ...

ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ତରୀୟ ବୈଠକ: ମ୍ୟାନ ପାଓ୍ବାର, ମେସିନାରୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଓଡିଶାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ନେଇ ଆଇଏମ୍‌ଡିଙ୍କ...

ବୀରମହାରାଜପୁର ୧ ନଂ ଜୋନ୍‌ରେ କଂଗ୍ରେସ ଆଗରେ

ଅମରପାଲି,୨୬ା୨(ଡି.ଏନ୍‌.ଏ.): ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନର ଭୋଟ ଗଣତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ୧ ନଂ. ଜୋନ୍‌ରେ ଚତୁର୍ଥ ରାଉଣ୍ଡ ପରେ କଂଗ୍ରେସର...

ଆଜିଠୁ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟମେଳା

ଭୁବନେଶ୍ୱର, ୫।୩(ବ୍ୟୁରୋ):ରାଜ୍ୟର ବାଣିଜ୍ୟ ଓ ରପ୍ତାନିକୁ ଆହୁରି ମଜଭୁତ କରିବା ପାଇଁ ଓଡ଼ିଶା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପକ୍ଷରୁ ଶୁକ୍ରବାରଠାରୁ ଏମ୍‌ଏସ୍‌ଏମ୍‌ଇ...

ବାବୁସାନ୍‌ଙ୍କୁ ଜେରା

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଆଜି ବାବୁସାନ୍‌ ମହାନ୍ତିଙ୍କ ଜନ୍ମଦିନ। ତେବେ ଜନ୍ମଦିନରେ ବାବୁସାନ୍‌ ଶନିବାର ଖାଳବେଳ ଥାନାରେ ପହଞ୍ଚତ୍ଛନ୍ତି। ମା’ ଅପରାଜିତା ମହାନ୍ତିଙ୍କ ସହ ସେ ଥାନାରେ ପହଞ୍ଚିଥିବା...

ସିଏଏ: ସୁନ୍ଦରଗଡ଼ରେ ହିଂସା; ୨ଗୋଷ୍ଠୀ ମୁହାଁମୁହିଁ, ପଥର ମାଡ଼ରେ ଆଇଆଇସିଙ୍କ ସମେତ ୧୦ ଆହତ

ସୁନ୍ଦରଗଡ଼,୧୫-୧(ଡି.ଏନ୍‌.ଏ.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ସୁନ୍ଦରଗଡ଼ରେ ସୋମବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ମଙ୍ଗଳବାର ଏହା ହିଂସାର ରୂପ ନେଇଛି। ସ୍ଥାନୀୟ ରିଜେଣ୍ଟ ମାର୍କେଟ ଅଞ୍ଚଳରେ...

Advertisement
Archives

Model This Week