କିଲିମାଞ୍ଜାରୋ ଶୃଙ୍ଗ ଆରୋହଣ କରି ଜନ୍ମମାଟିକୁ ଫେରିଲେ ଆର୍ଶୀବାଦ, ବରଗଡ଼ରେ ବିପୁଳ ସମ୍ବର୍ଦ୍ଧନା

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ଦକ୍ଷିଣ ଆଫ୍ରିକାରେ କିଲିମାଞ୍ଜାରୋ ପର୍ବତ(୫୮୯୫ ମିଟର) ଆରୋହଣ କରି ପର୍ବତ ଶିଖରରେ ତ୍ରିରଙ୍ଗା ଉଡ଼ାଇ ଇତିହାସ ରଚିଥିବା ବରଗଡ଼ ଜିଲା ଅତାବିରା ବ୍ଲକ କୁଲିତାଟୁକୁରା ଗ୍ରାମର ଯୁବ ପର୍ବତାରୋହୀ ଆର୍ଶୀବାଦ ମହାପାତ୍ର ମଙ୍ଗଳବାର ଜନ୍ମମାଟିକୁ ଫେରିଛନ୍ତି l ଫେରିବା ବାଟରେ ବରଗଡ ଗାନ୍ଧୀଛକରେ ସ୍ଥାନୀୟ ସ୍ବେଚ୍ଛାସେବୀ ସଂକଳ୍ପ ପରିବାର, ନିଷ୍ଠା ପରିବାର, ଫାଇଟର୍ସ ଗ୍ରୁପର ଅଶ୍ୱିନୀ ଦର୍ଜୀ, କୋଶଲ ସଂଗ୍ରାମୀ ସୁରେନ୍ଦ୍ର ପଣ୍ଡାଙ୍କ ସମେତ ଶତାଧିକ ବରଗଡବାସୀ ଉପସ୍ଥିତ ରହି ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ l ଆଶୀର୍ବାଦଙ୍କୁ ବରଗଡର ସମଲେଇ ମନ୍ଦିର ପର୍ଯ୍ୟନ୍ତ ସମସ୍ତେ ପାଛୋଟି ନେଇଥିଲେ l ମାଁ ସମଲେଇଙ୍କୁ ଦର୍ଶନ କରି ଆଶୀର୍ବାଦ ପୂଜାର୍ଚ୍ଚନା କରିଥିଲେ l ଏହି ଅବସରରେ ସଂକଳ୍ପ ପରିବାରର ସଭାପତି ବିକାଶ ଅଗ୍ରୱାଲ, ଜି.ରମେଶ, ଅନନ୍ତ ସାହୁ, ଚିନ୍ମୟ ପାଣ୍ଡେ, ନୀଲେଶ ପ୍ରଧାନ, ନବୀନ ବୁଡେକ ସମେତ ଅନ୍ୟାନ୍ୟ ସଂଗଠନର ସଦସ୍ୟଗଣ ଉପସ୍ଥିତ ରହିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri