Posted inଫୁରସତ

ଶିଶୁର ଏହି ଅଙ୍ଗ ପାଇଁ ପାଳନ କରାଯାଏ ଶୋକ

ଶିଶୁଟିଏ ଜନ୍ମ ହେବା ପରେ ପରିବାରରେ ଖୁସିର ବାତାବରଣ ଦେଖାଯାଏ। ତେବେ ଶିଶୁ ଜନ୍ମକୁ ନେଇ ବିଶ୍ୱର ଅନେକ ସମ୍ପ୍ରଦାୟରେ ପୃଥକ ପୃଥକ ପରମ୍ପରା ପାଳନ କରିଥାନ୍ତି। କାରଣ ବିଶ୍ୱାସ କରାଯାଏ ଯେ, ଏହି ରୀତିନୀତି ଦ୍ୱାରା ପିଲାଟି ସମସ୍ତ ସମସ୍ୟାରୁ ରକ୍ଷା ପାଇପାରିବ। ତେବେ ବିକଶିତ ଦେଶଗୁଡିକ ମଧ୍ୟ ଏହି ନିୟମରୁ ବାଦ୍‌ ପଡ଼ିନାହାନ୍ତି।
ନାଇଜେରିଆ ଏବଂ ଘାନାରେ, ମା ସହିତ ଜଡ଼ିତ ଥିବା ନାଭି ପାଇଁ ଶୋକ ପାଳନ କରାଯିବା ପ୍ରଥା ରହିଛି। ଆଫ୍ରିକୀୟ ଦେଶଗୁଡ଼ିକରେ ନାଭିକ ଶିଶୁର ଯାଆଁଳା ଭାଇ କିମ୍ବା ଭଉଣୀ ଭାବରେ ବିବେଚନା କରାଯାଏ। ଏହାକୁ ସମ୍ପୂର୍ଣ୍ଣ ରୀତିନୀତି ଅନୁଯାୟୀ ପୋତି ଦିଆଯାଏ। ଏହି ପ୍ରକ୍ରିୟା ଏକ ଗଛ ତଳେ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରୋଜଗାର ଟଙ୍କାରେ ଗହଣା, ଡ୍ରେସ୍‌ କିଣିଥିଲି: ରୂପଶ୍ରୀ ମହାପାତ୍ର

ପୁରୀ ଦୋଳମଣ୍ଡପ ସାହିରେ ମୋ ଘର। ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା ପରେ ପୁରୀ ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ଓ ଯୁକ୍ତ...

ଓଡ଼ିଶୀ ଶୈଳୀର ବିକାଶ ଦିଗରେ ଏକାମ୍ର ଥିଲା ପରୀକ୍ଷାଗାର

ଆମେ ପୂର୍ବରୁ ଆଲେଖ୍ୟରେ ବିଚାର କରିଥିଲେ ଗୋଟିଏ ଜାତି ପଥର ଶିଳ୍ପକଳାର ଶୀର୍ଷ ସ୍ଥାନରେ ପହଞ୍ଚିବା ଆଗରୁ କେତେ ଯେ ପରୀକ୍ଷା ନିରୀକ୍ଷା ଦେଇ ବିକାଶ...

ପ୍ରଥମ ଦରମା ଟଙ୍କା ଜେଜେମା’ଙ୍କୁ ଦେଇଥିଲି

ନୟାଗଡ଼ ଜିଲା ଖୁଣ୍ଟୁବନ୍ଧ ଗାଁରେ ମୋ ଜନ୍ମ। ସ୍ଥାନୀୟ ବ୍ରଜେନ୍ଦ୍ର ଉଚ୍ଚବିଦ୍ୟାଳୟରୁ ମାଟ୍ରିକ ପାସ୍‌ କରି ନୟାଗଡ଼ କଲେଜରେ ଆଇ.ଏ., ବି.ଏ. ପଢ଼ିଥିଲି। ତା’ପରେ ଉତ୍କଳ...

ବାଉଁଶ କାରିଗରୀ

ବାଉଁଶରେ ତିଆରି କଳାକୃତି ହେଉ କି ପାରମ୍ପରିକ ବିଭିନ୍ନ କୃଷି ସାମଗ୍ରୀ । କାହିଁ କେଉଁକାଳରୁ ଲୋକଙ୍କ ଗୃହ ଉପକରଣ ଭାବେ ଏହାର ବ୍ୟବହାର ହୋଇଆସୁଛି।...

ମନ୍ଦିର ସମ୍ମୁଖରେ ରହିଛି ମଶାଲ ଧରିଥିବା ମୂଷା…

ପୃଥିବୀର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଢ଼ଙ୍ଗରେ ନୂଆବର୍ଷ ପାଳିତ ହୋଇଥାଏ। ଚଳିତ ୨୦୨୦ ବର୍ଷ ପାଳନ ପାଇଁ ଜାପାନରେ ଏକ ମନ୍ଦିର ସମ୍ମୁଖରେ ହାତରେ...

ଆମ ସମ୍ବିଧାନ କଥା

ଭାରତ ପୃଥିବୀର ସବୁଠାରୁ ବଡ଼ ଗଣତାନ୍ତ୍ରିକ ରାଷ୍ଟ୍ର। ଏହି ଗଣତାନ୍ତ୍ରିକ ରାଷ୍ଟ୍ର ଭାରତୀୟ ସମ୍ବିଧାନ ଦ୍ୱାରା ଶାସିତ। ଯେଉଁ ସମ୍ବିଧାନ ପୃଥିବୀର ସବୁଠାରୁ ଲମ୍ବା ହସ୍ତଲିଖିତ...

ଭୂତ ଭାବି ଡରୁଥିଲେ, ପରେ ଏଥିରୁ ଯାହା ମିଳିଲା ଲୋକେ ଦେଖି ଆଶ୍ଚର୍ଯ୍ୟ

ଝାଡ଼ଖଣ୍ଡର ପାଲାମୁ ଜିଲାର ଏକ କ୍ଷେତରୁ ଗୋଟିଏ ପାତ୍ର ମିଳିଛି। ଯାହାର ରୂପ ତଥା ଆକୃତି ଦେଖି ଲୋକେ ଭୂତ ଭାବି ଡରି ଏହାର ପାଖ...

ମଞ୍ଜି ପିଣ୍ଡୁଳାର ସାହାଯ୍ୟ ନେଇ ଜଙ୍ଗଲ ସୃଷ୍ଟି ସଙ୍କଳ୍ପ …

ପରିବେଶ ସୁରକ୍ଷା ସହ ଜଙ୍ଗଲ ସୃଷ୍ଟି ପାଇଁ ଏବେ ଅନେକେ ଚିନ୍ତିତ। ସମତଳ ଜାଗାରେ ବିଭିନ୍ନ ଲୋକ, ବିଭିନ୍ନ ଅନୁଷ୍ଠାନ ଗଛ ଲଗାଇ ସଚେତନ କରିବା...

Advertisement
Archives

Model This Week